ଇନ୍‌ଫେକ୍‌ଶନ ବଢ଼ାଏ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ରୋଗ ପାଲଟି ଗଲାଣି। ପ୍ରାରମ୍ଭରୁ ଏହାର ଲକ୍ଷଣ ବିଷୟରେ ଅବଗତ ହୋଇ ଚିକିତ୍ସା କରାଇଲେ ତାହା ନିୟନ୍ତ୍ରଣରେ ରହିଥାଏ। ଯଦି ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହିଲା, ତେବେ ତାହା ପରବର୍ତ୍ତୀ ସମୟରେ ଜଟିଳ ସମସ୍ୟା ସୃଷ୍ଟି କରିଥାଏ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏପରି ସମସ୍ୟା ପାଇଁ ଦାୟୀ। ତେବେ ଏକ ପ୍ରକାର ଇନ୍‌ଫେକ୍‌ଶନ ପାଇଁ ଟାଇପ୍‌-୧ ଡାଇବେଟିସ୍‌ ହେବାର ଆଶଙ୍କା ରହିଛି। ତାହା ହେଲା ‘ରୋଟୋଭାଇରସ୍‌ ଇନ୍‌ଫେକ୍‌ଶନ’। ତେବେ ଏପରି ଇନ୍‌ଫେକ୍‌ଶନଠାରୁ ନିଜକୁ ଦୂରେଇ ରଖିବାର ଉପାୟ ମଧ୍ୟ ରହିଛି। ତାହା ଟିକା। ଏହାଦ୍ୱାରା ରୋଟୋଭାଇରସ୍‌ ଇନ୍‌ଫେକ୍‌ଶନ ହେବାର ଆଶଙ୍କା କେତେକାଂଶରେ କମ୍‌ ଥାଏ ବୋଲି ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। କେତେ ଜଣ ଟାଇପ୍‌-୧ ଡାଇବେଟିସ୍‌ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରୁଥିବା ସମୟରେ ସେମାନେ ଏପରି ଇନ୍‌ଫେକ୍‌ଶନ ବିଷୟରେ ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri