ସନ୍ତୁଳିତ ରହିବ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ, କିଡ୍‌ନୀ ଏପରି କି ଦୃଷ୍ଟିଶକ୍ତି ଉପରେ ପଡ଼ିଥାଏ। ତେଣୁ ଡାଇବେଟିସ୍‌କୁ ‘ନୀରବ ଘାତକ’ ଆଖ୍ୟା ଦିଆଯାଇଛି। ଏହି ରୋଗ ସମ୍ପର୍କରେ ଜାଣିବା ପରେ ତାହାର ଚିକିତ୍ସା କରାଇବା ସହ କେତେକ ଦିଗ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିଥାଏ। ଅସନ୍ତୁଳିତ ଜୀବନଶୈଳୀ ଏଥିପାଇଁ ଅନେକାଂଶରେ ଦାୟୀ। ତେଣୁ ଏହାକୁ ସନ୍ତୁଳିତ ରଖିବା ପାଇଁ ପ୍ରଥମେ ନିଜର ଜୀବନଶୈଳୀକୁ ପରିବର୍ତ୍ତନ କରନ୍ତୁ। ଏକ ରୁଟିନ୍‌ ଜୀବନଶୈଳୀ ଅନୁସରଣ କରନ୍ତୁ। ବିଶେଷଭାବରେ ଖାଦ୍ୟପେୟ ଏବଂ ବ୍ୟାୟାମ ପ୍ରତି ଧ୍ୟାନ ଦିଅନ୍ତୁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଡାଇବେଟିସ୍‌ ଧୀରେ ଧୀରେ ଆଉ କେତେକ ରୋଗଗୁଡ଼ିକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ତେଣୁ ନିୟମିତ ସମୟ ବ୍ୟବଧାନରେ ସମ୍ପୂର୍ଣ୍ଣ ଶରୀର ଚେକ୍‌ଅପ୍‌ କରାଇ ନେବାକୁ ଆଦୌ ଭୁଲନ୍ତୁ ନାହିଁ। ତା’ସହ ରକ୍ତରେ ସୁଗାର ପରିମାଣ ସନ୍ତୁଳିତ ଅଛି କି ନାହିଁ ତାହାର ଠିକ୍‌ ସମୟ ବ୍ୟବଧାନରେ ପରୀକ୍ଷା କରି ଜାଣି ନିଅନ୍ତୁ। ଯଦି କିଛି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତେବେ ଅଭିଜ୍ଞ ଡାଇବେଟିସ୍‌ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?