ଏସବୁ ଖାଇଲେ ନିିୟନ୍ତ୍ରଣରେ ରହିବ ଡାଇବେଟିସ୍‌: ସ୍ବାସ୍ଥ୍ୟ ବିଶେଷଜ୍ଞ

ଡାଇବେଟିସ୍‌ ବା ମଧୁମେହ ରୋଗୀ ଯେହେତୁ ନିଜର ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇପାରି ନ ଥାନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡ଼ିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ। ଡାଇବେଟିସ୍‌ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନ୍‌ସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରେସନ ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ୍‌ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପଡ଼ନ୍ତି। ତେଣୁ ଡାଇବେଟିସ୍‌ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଚିନାବାଦାମ, କାଜୁ, ଅଲମଣ୍ଡ, ଅଖରୋଟ, ପିସ୍ତା ପରି ଡ୍ରାଏଫ୍ରୁଟ୍ସରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍ସ, କ୍ୟାଲସିୟମ ଏବଂ ଅନସ୍ୟାଚ୍ୟୁରେଟେଡ୍‌ ଫ୍ୟାଟି ଏସିଡ ମିଳିଥାଏ।

ଚିନାବାଦାମ
ଚିନାବାଦାମରେ ପ୍ରୋଟିନ୍‌ ଏବଂ ଫାଇବର ଥାଏ ପ୍ରଚୁରମାତ୍ରାରେ ରହିଥାଏ। ଟାଇପ-୨ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଚିନାବାଦାମ ବହୁତ ଉପକାରୀ ଅଟେ।

କାଜୁ
ଉଚ୍ଚ ରକ୍ତଚାପରେ ପୀଡ଼ିତ ବ୍ୟକ୍ତି ଖାଦ୍ୟରେ କାଜୁ ସାମିଲ କରନ୍ତୁ। ଏହା ରକ୍ତଚାପ ସାମାନ୍ୟ ସ୍ତରକୁ ଆଣିବାରେ ସହାୟକ ହୋଇଥାଏ। ସେହିପରି ଡାଇବେଟିସ୍‌ ରୋଗୀଙ୍କ ପାଇଁ ମଧ୍ୟ କାଜୁ ଲାଭଦାୟକ ହୋଇଥାଏ।
ଅଲମଣ୍ଡ
ଅଲମଣ୍ଡ ଖାଇଲେ ଶରୀରରେ ଗ୍ଲୁକୋଜ ସ୍ତର ସାମାନ୍ୟ ରହିଥାଏ। ତେଣୁ ଡାଇବେଟିସ୍‌ ରୋଗୀ ଅଲମଣ୍ଡ ଖାଇବା ଆବଶ୍ୟକ।

ଅଖରୋଟ
ଡାଇବେଟିସ ରୋଗୀଙ୍କ ପାଇଁ ଅଖରୋଟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅଖରୋଟ ଖାଇବା ଦ୍ୱାରା ଓଜନ ମଧ୍ୟ କମ୍‌ ହୋଇଥାଏ।

ପିସ୍ତା
ପିସ୍ତା ବାଦାମରେ ପ୍ରଚୁର ପରିମାଣର ପ୍ରୋଟିନ୍‌ ଥାଏ। ତେଣୁ ଡାଇବେଟିସ୍‌ ରୋଗୀ ପ୍ରତିଦିନ ଫଳ ସହ ପିସ୍ତା ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆର ବିନାଶ କରିପାରିବା: ଜାଣନ୍ତୁ ଏ ବର୍ଷର ବାର୍ତ୍ତା କ’ଣ

ମ୍ୟାଲେରିଆ ଜ୍ୱର ସାଧାରଣତଃ ବର୍ଷା ଋତୁରେ ଦେଖାଦେଇଥାଏ। ଆବାଳ ବୃଦ୍ଧବନିତା ଏହି ଜ୍ୱରରେ ଆକ୍ରାନ୍ତ ହୋଇଥାନ୍ତି। ଏହାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ପ୍ରତିକାର ବ୍ୟବସ୍ଥା...

ପହଲଗାମ ଆତଙ୍କବାଦୀଙ୍କୁ ‘ସ୍ୱାଧୀନତା ସଂଗ୍ରାମୀ’ କହିଲେ ପାକିସ୍ତାନ ଉପ-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପହଲଗାମରେ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଦାର ‘ସ୍ୱାଧୀନତା ସଂଗ୍ରାମୀ’ ବୋଲି ସମ୍ବୋଧନ କରି ଏକ ବିବାଦୀୟ ମନ୍ତବ୍ୟ...

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri