ରକ୍ତସଞ୍ଚାଳନ ଠିକ୍‌ କରାଇବ ଡାଇବେଟିକ ଜୋତା

ଭୁବନେଶ୍ୱର, ୧୭ା୧୨: ଅନିୟମିତ ଜୀବନଶୈଳୀ ଯୋଗୁ ବିଶ୍ୱରେ ମଧୁମେହ ବା ଡାଇବେଟିସ୍‌ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ଯାହାକି ଚିନ୍ତାର କାରଣ ପାଲଟିଛି। ଆମେରିକାରେ ଏବେ ୧୬ନିୟୁତ ଲୋକ ଏହି ରୋଗର ଶିକାର ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୨୫% ପ୍ରତିଶତଙ୍କ ଠାରେ ପାଦ ଜନିତ ବିଭିନ୍ନ ସମସ୍ୟା ଦେଖା ଦେଉଛି। ଡାଇବେଟିସ୍‌ ଯୋଗୁ ଶରୀରରେ ସ୍ନାୟୁ ଦୁର୍ବଳ ହୋଇଯାଏ। ଫଳରେ ଶରୀରରେ ବ୍ୟଥା ସୃଷ୍ଟି କରିଥାଏ। ବିଶେଷକରି ପାଦରେ ଶରୀରର ପ୍ରମୁଖ ଅଂଶ ଲିଭର, କିଡ୍‌ନୀ ଓ ପାନ୍‌କ୍ରିୟାସ୍‌ ସହ ଜଡ଼ିତ ସ୍ନାୟୁ ଏକତ୍ରିତ ହୋଇଥାଏ। ମଧୁମେହ ଯୋଗୁ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହେଉ ନ ଥିବାରୁ ଏହା ପାଦକୁ ଦୁର୍ବଳ କରି ପକାଏ। ଏପରି କି ପାଦରେ ସ୍ପର୍ଶ ବାରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହୁଏ। ଅନେକ କ୍ଷେତ୍ରରେ ପାଦରେ ଖଣ୍ଡିଆ କିମ୍ବା ଘା’ ହେଲେ ତାହା ପ୍ରଥମେ ଜଣାପଡ଼େ ନାହିଁ ଏବଂ ସଂକ୍ରମଣର ଅଧିକ ସମ୍ଭାବନା ରହିଥାଏ। ତେଣୁ ପାଦର ଯତ୍ନ ନେବା ଆବଶ୍ୟକ ହୋଇପଡ଼ିଛି। ଏଥିପାଇଁ ଜର୍ମାନୀର ଭନ୍‌ ଓ୍ବେଲକ୍ସ କମ୍ପାନୀ ଡାଇବେଟିକ ଫୁଟ୍‌ ଓୟାର ବା ଜୋତା ପ୍ରସ୍ତୁତ କରିଛି, ଯାହାକି ପାଦକୁ ସୁରକ୍ଷା ଦେବା ସହ ଶରୀରରେ ରକ୍ତ ସଞ୍ଚାଳନକୁ ଠିକ୍‌ ରଖିବ॥


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri