ରକ୍ତସଞ୍ଚାଳନ ଠିକ୍‌ କରାଇବ ଡାଇବେଟିକ ଜୋତା

ଭୁବନେଶ୍ୱର, ୧୭ା୧୨: ଅନିୟମିତ ଜୀବନଶୈଳୀ ଯୋଗୁ ବିଶ୍ୱରେ ମଧୁମେହ ବା ଡାଇବେଟିସ୍‌ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ଯାହାକି ଚିନ୍ତାର କାରଣ ପାଲଟିଛି। ଆମେରିକାରେ ଏବେ ୧୬ନିୟୁତ ଲୋକ ଏହି ରୋଗର ଶିକାର ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୨୫% ପ୍ରତିଶତଙ୍କ ଠାରେ ପାଦ ଜନିତ ବିଭିନ୍ନ ସମସ୍ୟା ଦେଖା ଦେଉଛି। ଡାଇବେଟିସ୍‌ ଯୋଗୁ ଶରୀରରେ ସ୍ନାୟୁ ଦୁର୍ବଳ ହୋଇଯାଏ। ଫଳରେ ଶରୀରରେ ବ୍ୟଥା ସୃଷ୍ଟି କରିଥାଏ। ବିଶେଷକରି ପାଦରେ ଶରୀରର ପ୍ରମୁଖ ଅଂଶ ଲିଭର, କିଡ୍‌ନୀ ଓ ପାନ୍‌କ୍ରିୟାସ୍‌ ସହ ଜଡ଼ିତ ସ୍ନାୟୁ ଏକତ୍ରିତ ହୋଇଥାଏ। ମଧୁମେହ ଯୋଗୁ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହେଉ ନ ଥିବାରୁ ଏହା ପାଦକୁ ଦୁର୍ବଳ କରି ପକାଏ। ଏପରି କି ପାଦରେ ସ୍ପର୍ଶ ବାରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହୁଏ। ଅନେକ କ୍ଷେତ୍ରରେ ପାଦରେ ଖଣ୍ଡିଆ କିମ୍ବା ଘା’ ହେଲେ ତାହା ପ୍ରଥମେ ଜଣାପଡ଼େ ନାହିଁ ଏବଂ ସଂକ୍ରମଣର ଅଧିକ ସମ୍ଭାବନା ରହିଥାଏ। ତେଣୁ ପାଦର ଯତ୍ନ ନେବା ଆବଶ୍ୟକ ହୋଇପଡ଼ିଛି। ଏଥିପାଇଁ ଜର୍ମାନୀର ଭନ୍‌ ଓ୍ବେଲକ୍ସ କମ୍ପାନୀ ଡାଇବେଟିକ ଫୁଟ୍‌ ଓୟାର ବା ଜୋତା ପ୍ରସ୍ତୁତ କରିଛି, ଯାହାକି ପାଦକୁ ସୁରକ୍ଷା ଦେବା ସହ ଶରୀରରେ ରକ୍ତ ସଞ୍ଚାଳନକୁ ଠିକ୍‌ ରଖିବ॥


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri