Board Exam 2024: ଡାଇବେଟିସରେ ପୀଡ଼ିତ ଥିବା ଛାତ୍ରଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଲା CBSE

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଛାତ୍ରମାନଙ୍କ ପାଇଁ ଏକ ବଡ଼ ଖବର ଅଛି। ଏହି ଖବର ବିଶେଷତଃ ସେହି ଛାତ୍ରମାନଙ୍କ ପାଇଁ, ଯେଉଁମାନଙ୍କର ଟାଇପ୍‌ ୧ ଡାଇବେଟିସ୍‌ ଅଛି । ବୋର୍ଡ ଏହାର ନୀତିରେ ଏକ ପ୍ରମୁଖ ପରିବର୍ତ୍ତନରେ କରି ଛାତ୍ରମାନଙ୍କୁ ଡାକ୍ତରୀ ଉପକରଣ, ସ୍ନାକ୍ସ ଇତ୍ୟାଦି ପରୀକ୍ଷା ହଲକୁ ନେବାକୁ ଅନୁମତି ଦେଇଛି। ସେମାନେ ସେମାନଙ୍କ ସହିତ ଗ୍ଲୁକୋମିଟର, ସୁଗାର ଷ୍ଟ୍ରିପ କିମ୍ବା ଅନ୍ୟ କୌଣସି ଚିକିତ୍ସା ସାମଗ୍ରୀ ନେଇପାରିବେ। ଯାହାକୁ ସେମାନେ ଡାଇବେଟିସ ପରିଚାଳନା କିମ୍ବା ତଦାରଖ କରିବା ପାଇଁ ଆବଶ୍ୟକ କରନ୍ତି।

ଏହି ନିୟମ ଲାଗୁ ହେବା ପରେ, ମଧୁମେହ ଛାତ୍ରମାନେ ବହୁ ଲାଭ ପାଇବେ ଏବଂ ସେମାନେ ସୁଗାର ଲେବଲ ହ୍ରାସ ହେବାର ବିପଦକୁ ଏଡାଇ ପାରିବେ। ପରୀକ୍ଷା ସମୟରେ ଚାପ ସ୍ତର ବୃଦ୍ଧି ହେତୁ ପିଲାମାନେ ସୁଗାର ଲେବଲ କମିଯାଏ। ଏହିପରି ଭାବେ ସିବିଏସ୍‌ଇର ଏହି ନିଷ୍ପତ୍ତିରୁ ସେମାନେ ଆରାମ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri