ଡାଇବେଟିସ୍‌ ରୋଗୀ ଭୁଲ୍‌ରେ ବି ଛୁଅନ୍ତୁ ନାହିଁ ଏହି ଫଳ, ବଢ଼ିଯାଏ ସୁଗାର ଲେବଲ୍‌

ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସ୍‌ ବା ମଧୁମେହ ରୋଗରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ।ଡାଇବେଟିସ୍‌ ଏମିତି ଏକ ରୋଗ ଯାହା ମଣିଷର ଶରୀରକୁ ନଷ୍ଟ କରିଦିଏ। ସାଧାରଣତଃ ସୁସ୍ଥ ରହିବା ପାଇଁ ଲୋକେ ଫଳ ଖାଇଥାନ୍ତି। ମାତ୍ର ଡାଇବେଟିସ୍‌ ରୋଗୀଙ୍କ ପାଇଁ କିଛି ଫଳ ସମ୍ପୂର୍ଣ୍ଣ ବାରଣ ରହିଛି। କାରଣ ଏପରି ମିଠା ଫଳ ଖାଇଲେ ରୋଗୀଙ୍କ ଶରୀରରେ ସୁଗାର ଲେବଲ ବା ଶର୍କରା ପରିମାଣ ଆହୁରି ବଢ଼ିଯାଇଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ସବୁଫଳ ଫଳ ଯେ, ଡାଇବେଟିସ୍‌ ରୋଗୀ ଛାଡ଼ି ଦେବା ଉଚିତ୍‌ ତା’ ନୁହେଁ। ମାତ୍ର କିଛି ଫଳକୁ ସମ୍ପୂର୍ଣ୍ଣ ଛାଡ଼ିଦେବା ଉଚିତ।

ତରଭୁଜ:
ତରଭୁଜ ଏମିତି ଏକ ଫଳ। ଯାହାକୁ ଖାଇଲେ ଡାଇବେଟିସ୍‌ ରୋଗୀଙ୍କ ଶରୀରରେ ସୁଗାରର ମାତ୍ରା ଆହୁରି ବଢ଼ିଯାଇଥାଏ।

କଦଳୀ:
କଦଳୀରେ ଅଧିକ ଶର୍କରା ଭାଗ ଥାଏ। ଯାହାକୁ ଖାଇଲେ ବ୍ଲଡ୍‌ ସୁଗାର ବଢ଼ିଥାଏ।

ଅଙ୍ଗୁର:
ଅଙ୍ଗୁର ପ୍ରାକୃତିକ ମିଠାରେ ଭରପୂର ରହିଥାଏ। ଏହାର ଗ୍ଲାଇସେମିକ୍‌ ଇଣ୍ଡେକ୍ସ ୫୩-୫୯ ରହିଥାଏ। ଯାହାଦ୍ୱାରା ଏହାକୁ ଖାଇଲେ ଡାଇବେଟିସ୍‌ଙ୍କ ରୋଗୀଙ୍କ ପାଇଁ କ୍ଷତିକାରକ ହୋଇଥାଏ।

ସପୁରୀ: ଏଥିରେ ପ୍ରଚୁର ପରିମାଣର ଗ୍ଲାଇକୋଡିନ୍‌ ରହିଥାଏ। ଏହା ମଧ୍ୟ ବ୍ଲଡ୍‌ ସୁଗାର ବଢ଼ାଇଥାଏ।

ସେଓ:

କୁହାଯାଏ, ଗୋଟିଏ ସେଓ ଖାଇବା ଦ୍ୱାରା ଅନେକ ରୋଗ ଭଲ ହୁଏ। ସେଓ ସ୍ୱାସ୍ଥ୍ୟ ପାଇଁ କେତେ ଲାଭଦାୟକ, ଏଥିରେ କୌଣସି ସନ୍ଦେହ ନାହିଁ, କିନ୍ତୁ ଏହାକୁ ସମ୍ପୂର୍ଣ୍ଣ ଖାଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ। ଏହାର ରସ ପିଇବା ଦ୍ୱାରା ରକ୍ତରେ ଶର୍କରା ବୃଦ୍ଧି ପାଇପାରେ। କାରଣ ଏଥିରେ ପ୍ରାକୃତିକ ସୁଗାର ବୃଦ୍ଧି ପାଇପାରେ। ସେଓ ରସ ପିଇବା ଦ୍ୱାରା ସୁଗାର ବୃଦ୍ଧି ପାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri