ହୀରା ଅଳଙ୍କାର-ଚାଷ ଉପକରଣ-ପୋଷାକ-ଚମଡ଼ା ସାମଗ୍ରୀ ଶସ୍ତା, କ୍ରିପ୍ଟୋକ୍ୟୁରେନ୍ସିରୁ ଆୟ ୩୦ ପ୍ରତିଶତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ବିଦେଶରୁ ଆସୁଥିବା ଯନ୍ତ୍ରପାତି ଶସ୍ତା ହେବ ଏବଂ ଚାଷ ଉପକରଣ ମଧ୍ୟ ଶସ୍ତା ହେବ। ପୋଷାକ ଏବଂ ଚମଡ଼ା ସାମଗ୍ରୀ ଶସ୍ତା ହେବ। ହୀରା ଅଳଙ୍କାର ଉପରେ କଷ୍ଟମ ଡ୍ୟୁଟି ହ୍ରାସ କରାଯାଇଛି ଏବଂ ଛତା ଉପରେ ଆମଦାନୀ ଶୁଳ୍କ ୨୦ ପ୍ରତିଶତ ବୃଦ୍ଧି କରାଯାଇଛି। ଫଳରେ ବିଦେଶୀ ଛତା ପାଇଁ ଏଣିକି ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ।
ବଜେଟ ଭାଷଣ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଜାନୁଆରୀରେ ଜିଏସ୍‌ଟି ସଂଗ୍ରହ ଏକ ରେକର୍ଡ ସ୍ତରକୁ ଆସିଛି। ମହାମାରୀ ସତ୍ତ୍ୱେ ଜିଏସ୍‌ଟି ସଂଗ୍ରହ ଭଲ ଲମ୍ଫ ପ୍ରଦାନ କରିଛି। ଫଳରେ ଅର୍ଥନୈତିକ କାର୍ଯ୍ୟକଳାପର ଦ୍ରୁତ ଅଭିବୃଦ୍ଧି ସମ୍ଭବ ହୋଇଛି।
ଗତ ୧୨ ମାସ ମଧ୍ୟରେ ଏମ୍‌ଏସଏମଇ କ୍ରେଡିଟ ଦ୍ରୁତ ଗତିରେ ବୃଦ୍ଧିି ପାଇଛି। ଭର୍ଚୁଆଲ ଡିଜିଟାଲ ସମ୍ପତ୍ତିରୁ ଆୟ ୩୦ ପ୍ରତିଶତ ଟ୍ୟାକ୍ସ ହେବ। ଏହାର ସ୍ପଷ୍ଟ ଅର୍ଥ ହେଉଛି ଯେ କ୍ରିପ୍ଟୋକ୍ୟୁରେନ୍ସିଗୁଡିକ ମଧ୍ୟ ଏହାର ଅଧୀନରେ ଆସିବ ଏବଂ କ୍ରିପ୍ଟୋକ୍ୟୁରେନ୍ସିଗୁଡିକରୁ ଆୟ ୩୦ ପ୍ରତିଶତ ଟ୍ୟାକ୍ସ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri