ଶହୀଦନଗର ମାଲାବାରରେ ‘ଡାଇମଣ୍ଡ ଶୋ’

ଭୁବନେଶ୍ୱର,୧୨।୭: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱର ଶହୀଦନଗରଠାରେ ଏକ ୬ ଦିନିଆ ସ୍ବତନ୍ତ୍ର ‘ଡାଇମଣ୍ଡ ଶୋ’ ପ୍ରଦର୍ଶିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ କଣ୍ଠଶିଳ୍ପୀ ଜାଗୃତି ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶୋ’ର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାଲାବାରର ବରିଷ୍ଠ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ଶୋ ଜୁଲାଇ ୧୬ ପର୍ଯ୍ୟନ୍ତ ମାଲାବାର ଶହୀଦନଗର ଷ୍ଟୋରରେ ଆୟୋଜିତ ହୋଇଛି। ବିଶେଷକରି ଉକ୍ତ ଶୋ’ରେ ବ୍ରାଣ୍ଡର ମାଇନ ଡାଇମଣ୍ଡ ଜୁଏଲେରିର ବ୍ୟାପକ ବର୍ଗର ସମ୍ଭାର ପ୍ରଦର୍ଶିତ ହେଉଛି। ଏପରିକି ବ୍ରାଣ୍ଡ୍‌ର ଅଭିଜ୍ଞ କାରିଗରଙ୍କ ଦ୍ୱାରା ନିର୍ମିତ ବିଭିନ୍ନ କଳାକୃତି ଓ ଗ୍ରାହକଙ୍କ ଚାହିଦା ମୁତାବକ ଅଳଙ୍କାରର ଆକର୍ଷଣୀୟ ଡିଜାଇନ ମଧ୍ୟ ଶୋ’ରେ ସାମିଲ ହୋଇଛି। ଏ ସମ୍ପର୍କରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଚେୟାରମ୍ୟାନ ଏମ୍‌ପି ଅହମ୍ମଦ କହିଛନ୍ତି, ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଡାଇମଣ୍ଡ ଶୋ’ର ଆୟୋଜନକରି ବେଶ୍‌ ଉତ୍ସାହୀ ଅଛୁ। କାରଣ ଉକ୍ତ ଶୋ ଜରିଆରେ ଆମେ ଆମ ବ୍ରାଣ୍ଡ୍‌ର ଆକର୍ଷଣୀୟ ଡିଜାଇନ ଓ କଳାକୃତିର ଗହଣା ସମ୍ଭାରକୁ ପ୍ରଦର୍ଶିତ କରିବା ସହ ଗ୍ରାହକଙ୍କ ଚାହିଦା ପୂରଣ ପାଇଁ ମଧ୍ୟ ଉଭୟ ବିକ୍ରି ଓ ପ୍ରଦର୍ଶନୀର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri