ମାଲାବାରରେ ‘ଡାଇମଣ୍ଡ ଶୋ’

ଭୁବନେଶ୍ୱର, ୩୧।୧୨ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସର୍ବଭାରତୀୟ ସ୍ତରରେ ଏକ ସ୍ବତନ୍ତ୍ର ‘ଡାଇମଣ୍ଡ ଶୋ’ ନିକଟରେ ଆୟୋଜିତ ହୋଇଯାଇଛି। ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ଶହୀଦଗନର ଶୋ’ରୁମ୍‌ରେ ହୀରା ଅଳଙ୍କାର ପ୍ରଦର୍ଶନୀ ଆୟୋଜିତ ହୋଇଛି। ଏହି ପ୍ରଦର୍ଶନୀ ୨୦୨୪ ଜାନୁୟାରୀ ୭ ପର୍ଯ୍ୟନ୍ତ ଉକ୍ତ ଶୋ’ରୁମ୍‌ରେ ପ୍ରଦର୍ଶନ ହେବ। ଅପରପକ୍ଷରେ ଉକ୍ତ ପ୍ରଦର୍ଶନୀରେ କେବଳ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ଡାଇମଣ୍ଡ କ୍ରାଫ୍ଟସଗୁଡିକ ସହ ଭିନ୍ନ ଭିନ୍ନ ହୀରା ଅଳଙ୍କାରର ବ୍ୟାପକ ଡିଜାଇନ ପ୍ରଦର୍ଶନୀ ହେଉଛି। ସେହିଭଳି ଉକ୍ତ ପ୍ରଦର୍ଶନୀ ସମୟରେ ପ୍ରତି କାରବାରରରେ ହୀରା ମୂଲ୍ୟର ୨୫% ପର୍ଯ୍ୟନ୍ତ ରିହାତି ସୁବିଧା ମଧ୍ୟ ପାଇପାରିବେ। ବିଶେଷକରି ପୁରୁଣା ମାଇନ ଡାଇମଣ୍ଡ ଜୁଏଲେରିର ୧୦୦% ବଦଳ ମୂଲ୍ୟ ପ୍ରଦାନ କରାଯାଉଛି। ଏ ସମ୍ପର୍କରେ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ଅଧ୍ୟକ୍ଷ ଏମ୍‌.ପି. ଅହମ୍ମଦ କହିଛନ୍ତି, ଆମେ ଏହି ପ୍ରଦର୍ଶନୀ ଜରିଆରେ ଗ୍ରାହକଙ୍କୁ ବ୍ରାଣ୍ଡ୍‌ର ବ୍ୟାପକ ହୀରା ଅଳଙ୍କାରର କାରବାର ସହ ପ୍ରଦର୍ଶନ ଆଦିରେ ସୁବିଧା ଯୋଗାଇଦେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri