ଗାଁରେ ବ୍ୟାପିଛି ଝାଡାବାନ୍ତି: ୩ ଦିନରେ ୫ ଆକ୍ରାନ୍ତ

ପାପଡାହାଣ୍ଡି,୧୭।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡ଼ାବାନ୍ତି। ଅଗଷ୍ଟରେ ତୁଳସୀପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡ଼ାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝିଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତି ବ୍ୟାପିବାର ପ୍ରକୃତ କାରଣ ଜଣାପଡ଼ିନାହିଁ। ରବିବାର ହାରାବତୀ ଜାନି ଓ ଦେଶୀ ଜାନି ଆକ୍ରାନ୍ତ ହୋଇ ନବରଙ୍ଗପୁର ସ୍ଥାନାନ୍ତର ହୋଇଛନ୍ତି। ସୋମବାର ଜୟରାମ ଜାନି ଆକ୍ରାନ୍ତ ହୋଇ ପ୍ରଥମେ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି। ସେହିପରି ଆକ୍ରାନ୍ତ ବାଲମତି ଜାନି ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଝାଡ଼ାବାନ୍ତିରେ ଆକ୍ରାନ୍ତ ଜୟସିଂ ଜାନି ଗ୍ରାମରେ ଚିକିତ୍ସିତ ହେଉଥିବା ଜଣାପଡିଛି। ତେବେ ବିଷାକ୍ତ ଛତୁ ଖାଇ ଝାଡାବାନ୍ତି ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri