ଜିମ୍ବାଓ୍ବେରେ ବ୍ୟାପୁଛି ଝାଡ଼ାବାନ୍ତି, ୧୦୦ ଲୋକଙ୍କର ଗଲାଣି ଜୀବନ

ହରାରେ,୫ା୧୦: ଜିମ୍ବାଓ୍ବେରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ପ୍ରାୟ ୧୦୦ ଲୋକଙ୍କର ପ୍ରାଣହାନି ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ୨୦୧୮ଠାରୁ ଏବେ ସବୁଠୁ ଭୟଙ୍କର ପରିସ୍ଥିତି ବୋଲି ସରକାର କହିଛନ୍ତି।

ଏଠାରେ ମୋଟ୍‌ ୪୦୬୯ଟି ସନ୍ଦିଗ୍ଧ ମାମଲା ରେକର୍ଡ କରାଯାଇଛି। ଏଥିରୁ ୯୩୫ଜଣ ଝାଡ଼ାବାନ୍ତି ଚିହ୍ନଟ ହୋଇଛନ୍ତି। ଜୁନ୍‌ରେ, ପଡ଼ୋଶୀ ଦକ୍ଷିଣ ଆଫ୍ରିକା ୧୫ ବର୍ଷରେ ଡାଇରିଆ ରୋଗର ଅଧିକ ରୋଗୀ ଆକ୍ରାନ୍ତ ହୋଇଥିଲେ। ବର୍ଷକ ପୂର୍ବରୁ ମାଲ୍ୟାରେ ମଧ୍ୟ ଏପରି ପରିସ୍ଥିତି ଦେଖିବାକୁ ମିଳିଥିଲା। ୨୦୦୮ ଏବଂ ୨୦୦୯ରେ ଜିମ୍ବାଓ୍ବେରେ ୪୦୦୦ରୁ ଅଧିକ ଲୋକ ଝାଡ଼ାବାନ୍ତି ରୋଗରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri