ଝାଡାବାନ୍ତି ସ୍ଥିତି ସାଂଘାତିକ: ଧର୍ମଶାଳାରେ ହୋଟେଲ, ଜଳଖିଆ ଦୋକାନ ବନ୍ଦ

ଧର୍ମଶାଳା,୧୬।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବା ପରେ ଧର୍ମଶାଳା ତହସିଲ ପ୍ରଶାସନ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ କାରଖାନା, ପାଣି ପାଉଚ କାରଖାନା, ମାଛ/ଚିକେନ ଏ ସମସ୍ତ ଦୋକାନଗୁଡିକୁ ଆସନ୍ତା ଦୁଇ ସପ୍ତାହ ପାଇଁ ବନ୍ଦ ପାଇଁ କଟକଣା ତହସିଲଦାର ସମିର ରଞ୍ଜନ ଦାସ କହିଛନ୍ତି। ପ୍ରଶାସନର ବିନା ଅନୁମତିରେ ଦୋକାନ ଖୋଲା ରଖିଲେ ଆଇନ ଅନୁଯାୟୀ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି। ଫୁଟାପାଣି ଓ ଗରମ ରନ୍ଧା ଖାଦ୍ୟ ଖାଇବା, ବାସି ଓ ପଚା ଖାଦ୍ୟ ଖାଇବା, ହାଲୋଜେନ ଟାବଲେଟ ଓ ବ୍ଲିଚିଂ ପାଉଡ଼ର ଦ୍ବାରା ବିଶୋଧିତ ଜଳ ହିଁ ବ୍ୟବହାର କରିବା ପାଇଁ ସତର୍କ ଜାରି କରାଯାଇଛି। ବିବାହ, ବ୍ରତଘର, ଜନ୍ମଦିନ, ତଥା ସମୁହ ଭୋଜିଭାତକୁ ବର୍ଜନ କରିବାକୁ ଅନୁରୋଧ କରାଯିବା ସହ ଡାଇରିଆର ଲକ୍ଷଣ ଦେଖାଗଲେ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଡାକ୍ତରଙ୍କ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?