୩ ଗ୍ରାମରେ ବ୍ୟାପୁଛି ଝାଡାବାନ୍ତି: ୫୦ରୁ ଅଧିକ ଆକ୍ରାନ୍ତ, ଜଣେ ମୃତ

ଝାରସୁଗୁଡା ଅଫିସ,୧୧/୮: ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଅନ୍ତର୍ଗତ ପିଥିଣ୍ଡା,ବାଦିମାଳ ଓ ଖୋଲଜାମକାନୀ ଗ୍ରାମରେ ଝାଡାବାନ୍ତିରେ ୫୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏମାନଙ୍କ ମଧ୍ୟରୁ ବାଦିମାଲ ଗ୍ରାମର ପ୍ରିୟଙ୍କା ପ୍ରଧାନ(୨୦) ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ବୁଧବାର ରାତିରେ ମୃତ୍ୟୁବରଣ କରିଛନ୍ତି। ଆକ୍ରାନ୍ତମାନେ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସୀତ ହେଉଥିବା ଜଣାପଡିଛି। ଖବରପାଇ ଗ୍ରାମରେ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ପ୍ରଶାସନିକ ଅଧିକାରୀ ଓ ଡାକ୍ତରୀଦଳ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ପିଥିଣ୍ଡା ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗ୍ରାମରେ ସ୍ବାସ୍ଥ୍ୟକର୍ମୀମାନେ କ୍ୟାମ୍ପ୍‌ କରି ରହିଛନ୍ତି। ଏନେଇ ଜିଲା ମୁଖ୍ୟ ଚିକିତ୍ସକ ଡା. ଡୋଲାମଣି ପଟେଲ କହିଛନ୍ତି, ବାଦିମାଲ ଗ୍ରାମର ଗୋଟିଏ ପରିବାର ଭୋଜି ଖାଇ ଝାଡା, ବାନ୍ତି ଆକ୍ରାନ୍ତ ହୋଇଥିଲେ। ଏହି ପରିବାରର ଜଣେ ଯୁବତୀ ଖାଦ୍ୟ ବିଷକ୍ରିୟା ଯୋଗୁ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri