ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି: ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୨: ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଥିଲା। ମୃତ୍ୟୁ ପଛରେ ହଇଜା ଜୀବାଣୁ ଚିହ୍ନଟ ହୋଇଥିବା ଆଇଜିଏଚ୍‌ ଅଧୀକ୍ଷକ କହିଛନ୍ତି। ଝାଡ଼ାବାନ୍ତି ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟାରେ ରାଉରକେଲା ଝାଡ଼ାବାନ୍ତି ସ୍ଥିତି ସଂକ୍ରାନ୍ତରେ ସମୀକ୍ଷା କରିବେ। ଏପରି କି ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରି ସ୍ଥିତି ଅନୁଧ୍ୟାନ କରିବେ।

ଆର୍‌ଜିଏଚ୍‌ରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ୧୨ଶିଶୁଙ୍କ ସମେତ ୧୪୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ଝାଡ଼ାବାନ୍ତି ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ବ୍ୟବସ୍ଥା କରାଯାଇଛି। ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ସ୍ବତନ୍ତ୍ର ଟିମ୍‌ ଆସି ଚିକିତ୍ସା କରୁଛନ୍ତି। ସେମାନଙ୍କୁ ଡାକ୍ତର, ବିଶେଷଜ୍ଞ, ପାରାମେଡ଼ିକାଲ ଷ୍ଟାଫ୍‌ ଓ ନର୍ସିଂ ଷ୍ଟାଫ୍‌ ଚିକିତ୍ସାରେ ସହଯୋଗ କରୁଛନ୍ତି। ଗତ ୧୧ତାରିଖରୁ ଆଜିଯାଏ ମୋଟ ୩୪୨ ଜଣ ରୋଗୀ ଆର୍‌ଜିଏଚ୍‌ରେ ଭର୍ତ୍ତି ହୋଇଥିଲେ। କିଛି ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri