ନଙ୍ଗଲବୋର୍ଡରେ ଡାଇରିଆ ଆତଙ୍କ: ୧୬ ଆକ୍ରାନ୍ତ, ୬ ଗୁରୁତର

ଖଡ଼ିଆଳ,ନୂଆପଡା,୨୩।୭(ସୁଜିତ କୁମାର ପ୍ରଧାନ /ମାକରୁ ବେମାଲ ):ନୂଆପଡା ଜିଲା ସିନାପାଲି ବ୍ଲକର ନଙ୍ଗଲବୋର୍ଡରେ ଡାଇରିଆ ଆତଙ୍କ ଦେଖାଦେଇଛି। ୧୬ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ସମସ୍ତେ ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ନଙ୍ଗଲବୋର୍ଡରେ ୩ ଦିନଧରି ଝାଡ଼ାବାନ୍ତି ବ୍ୟାପିଛି। ସିନାପାଲି ମେଡିକାଲରୁ ଆମ୍ବୁଲାନ୍ସ ପଠାଇ ଆକ୍ରାନ୍ତଙ୍କୁ ହସ୍ପିଟାଲ ଆଣି ଚିକିତ୍ସା କରାଯାଉଛି। କିଛି ସ୍କୁଲଛୁଆ ମଧ୍ୟ ଆକ୍ରାନ୍ତ ହୋଇଥିବା ବେଳେ ନଙ୍ଗଲବୋର୍ଡ ଗାଁର ୩ଟିି ସାହିରେ ଝାଡ଼ାବାନ୍ତି ବ୍ୟାପଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri