ଦିଆସିଲି ଓ ଆଇସ୍‌କ୍ରିମ କାଠିରେ ଗଜାନନ

ବ୍ରହ୍ମପୁର ଅଫିସ୍‌,୩୧।୮: ପବିତ୍ର ଗଣେଶ ପୂଜା ଉପଲକ୍ଷେ ବାଲୁକାଶିଳ୍ପୀ ସତ୍ୟ ନାରାୟଣ ମହାରଣା ଆଇସକ୍ରିିମ କାଠି, ଦିଆସିଲି ଓ ଚୁମ୍‌କିରେ ୭ଟି କ୍ଷୂଦ୍ରତମ ଗଣେଶ ମୂର୍ତ୍ତି ନିର୍ମାଣ କରିଛନ୍ତି। ସେ ଆଇସକ୍ରିମ କାଠିରେ ୩ ଟି ମୂର୍ତ୍ତି ନିର୍ମାଣ କରିଛନ୍ତି। ଯାହାର ଉଚ୍ଚତା ଯଥାକ୍ରମେ ୨ ସେଣ୍ଟି ମିଟର (ସେ.ମି.), ୨.୫ସେ.ମି.ଓ ୪.୫ସେ.ମି.ରହିଛି। ସେହିଭଳି ଦିଆସିଲି କାଠିରେ ମୂର୍ତ୍ତିର ଉଚ୍ଚତା ୩.୫ସେମି ରହିଛି। ସେହିଭଳି ଚୁମ୍‌କିରେ ତିଆରି ମୂର୍ତ୍ତି ଉଚ୍ଚତା ୨ସେ.ମି.୪.୫ସେ.ମି. ଓ ୮ ସେ.ମି. ବିଶିଷ୍ଟି ୩ଟି ମୂର୍ତ୍ତି ନିର୍ମାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri