Posted inଜାତୀୟ

ମୋଦିଙ୍କୁ ଦିବ୍ୟାଙ୍ଗ ଛାତ୍ରୀଙ୍କ ଚିଠି, ସ୍କୁଲ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରି ଦିଅନ୍ତୁ, ଝୁଣ୍ଟି ପଡି ହେଉଛି ଖଣ୍ଡିଆ ଖାବରା…

ନୂଆଦିଲ୍ଲୀ,୨୯।୧୧ : ଜମ୍ମୁ-କଶ୍ମୀରର କାଠୁଆର ଜଣେ ସ୍କୁଲ ଛାତ୍ର ସିରାଟ ନାଜଙ୍କ ପଦାଙ୍କ ଅନୁସରଣ କରି ଉଦାମପୁର ଜିଲାର ଜଣେ ଭିନ୍ନକ୍ଷମ ଝିଅ ଦେଶର ସବୁଠାରୁ ଶକ୍ତିଶାଳୀ ନେତାଙ୍କୁ ଏକ ବିଶେଷ ଅନୁରୋଧ କରିଛନ୍ତି। ଆମେ ଆପଣଙ୍କୁ କହିବୁ କାଠୁଆର ସିରାଟ ନାଜ ଏକ ଭାଇରାଲ ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସ୍କୁଲକୁ ଗୁରୁତର ସଙ୍କଟରୁ ମୁକ୍ତ କରିବାକୁ ଏବଂ ନିଜ ତଥା ସହପାଠୀମାନଙ୍କ ପାଇଁ ଉନ୍ନତ ଶିକ୍ଷାର ପରିବେଶ ଏବଂ ଭିତ୍ତିଭୂମି ସୁନିଶ୍ଚିତ କରିବାକୁ ଅନୁରୋଧ କରିଥିଲେ। ୮ ବର୍ଷିୟ ସିରତ ନାଜ ଏକ ଭିଡିଓ ପ୍ରସ୍ତୁତ କରିଥିଲେ ଯେଉଁଥିରେ ସେ ବିଦ୍ୟାଳୟର ଖରାପ ଅବସ୍ଥା ବିଷୟରେ ଉଲ୍ଲେଖନୀୟ କରିଥିଲେ। ପରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଏବଂ ବିଦ୍ୟାଳୟର ଉନ୍ନତି ହେଲା। ଏବେ କାଜଲ ନାମକ ଜଣେ ଦିବ୍ୟାଙ୍ଗ ଝିଅ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରିଛନ୍ତି।

ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଚିଠି ଲେଖି ଜମ୍ମୁ-କଶ୍ମୀରର ଉଦାମପୁର ଜିଲାରେ ତାଙ୍କ ବିଦ୍ୟାଳୟ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାକୁ ଅନୁରୋଧ କରିଛନ୍ତି। ରାସ୍ତାରେ ଝୁଣ୍ଟି ପଡି ହେଉଛି ଖଣ୍ଡିଆ ଖାବରା ହେଉଥିବା ଝିଅଟି ଚିଠିରେ ଜଣାଇଛନ୍ତି। ସେ ମେଲଡି ସରକାରୀ ମିଡିଲ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢ଼ନ୍ତି। ଏହି ବିଦ୍ୟାଳୟ ଉଦାମପୁର ଜିଲାର ଫାଙ୍ଗୟାଲ ପଞ୍ଚାୟତର ପ୍ରଶାସନ ଅଧୀନରେ ଅଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଲେଖିଥିବା ଚିଠିରେ କାଜଲ ସ୍କୁଲରେ ନିଜର ତଥା ଅନ୍ୟ ସାଙ୍ଗମାନଙ୍କ ବୈନନ୍ଦିନ ଅସୁବିଧା ବିଷୟରେ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ବିଦ୍ୟାଳୟକୁ ଯାଉଥିବା ଏକମାତ୍ର ରାସ୍ତାର ଅବସ୍ଥା ଏପରି ଅଛି ସେ ଯାତ୍ରା କରିବା ସମୟରେ ଅନେକ ଥର ଝୁଣ୍ଟି ପଡି ତଳେ ପଡ଼ିଯାଉଛନ୍ତି। କାଜଲ ଲେଖିଛନ୍ତି, “ମୁଁ ସ୍କୁଲ ଯିବାବେଳେ ଏହି ରାସ୍ତାରେ ଅନେକ ଥର ପଡିଛି। ରାସ୍ତାର ଅବସ୍ଥା ଏପରି ମୁଁ ତଥା ମୋର ବନ୍ଧୁମାନେ ଏହା ଉପରେ ଚାଲିବା ବିପଦଠାରୁ କମ ନୁହେଁ। ମୁଁ ଆପଣଙ୍କୁ ଅନୁରୋଧ କରୁଛି ଆମ ପାଇଁ ବିଦ୍ୟାଳୟକୁ ଯାଉଥିବା ଭଲ ରାସ୍ତା ନିର୍ମାଣ କରାଇ ଦିଅନ୍ତୁ।

ଦେଶର ସବୁଠାରୁ ଶକ୍ତିଶାଳୀ ନେତାଙ୍କୁ କାଜଲଙ୍କ ଭାବପ୍ରବଣ ଚିଠି ଏହି ସରକାରୀ ବିଦ୍ୟାଳୟରେ ପଢୁଥିବା ଛାତ୍ରାଛାତ୍ରଙ୍କ ଅସୁବିଧା ପ୍ରତି ଧ୍ୟାନ ଦେଇଛି। ବିଦ୍ୟାଳୟରେ ସମୁଦାୟ ୧୦୧ ଜଣ ଛାତ୍ରୀଛାତ୍ର ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକ ଦିବ୍ୟାଙ୍ଗ ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?