Advertisement

ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ପାଟଣା,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ଏଥିରେ ଦିବ୍ୟାଙ୍ଗଙ୍କ ଅଧିକାର ସମ୍ବଳିତ ସ୍ଲୋଗାନ ଦିଆଯାଇଥିଲା। ଏବିଇଓ ସଚ୍ଚିଦାନନ୍ଦ ସେଠୀ, ପ୍ରକାଶ ରାୟ, ବିଆର୍‌ଟି ରଜନୀ ନାଏକ, ମୀନକେତନ ପାତ୍ର, ଶିକ୍ଷକ ସଂଘ ସମ୍ପାଦକ କମଳାକାନ୍ତ ପତି, ଶିକ୍ଷକ ନେତା ବୀରମୋହନ ଦ୍ବିବେଦୀ, ସନ୍ତୋଷ ନାଏକ, ବିଭୀଷଣ ଦଳଦସିଆ ପ୍ରମୁଖ ସାମିଲ ହୋଇ ଛାତ୍ରୀଛାତ୍ରଙ୍କ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳ ନିୟମଗିରି ପାଦଦେଶର ଅଧିବାସୀଙ୍କୁ ସଚେତନ କଲେ ବିଡିଓ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ):କରୋନା ମୁକାବିଲା ନେଇ ନିୟମଗିରି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଯାଇଛି। ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ନିୟମଗିରି ପାଦ ଦେଶରେ ଥିବା...

ଶାରୀଶୁଆ ପାହାଡରେ ଖଣି ଖନନ ଉପରେ ରହିତାଦେଶ

ଖଇରା,୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ ପାଦଦେଶରେ ରହୁଥିବା ବାସିନ୍ଦାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶୁକ୍ରବାର କଲିକତା ଗ୍ରୀନ ଟ୍ରିବ୍ୟୁନାଲର ଏକ ଚିଠି...

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌...

ଜିଲା କାରାଗାର ସମସ୍ୟାର ଗନ୍ତାଘର

ଢେଙ୍କାନାଳ ଅଫିସ, ୨୩।୨ – ହୁଗୁଳି ଯାଇଛି ଢେଙ୍କାନାଳ ଜିଲା କାରାଗାର ସୁରକ୍ଷା ବ୍ୟବସ୍ଥା। କର୍ମଚାରୀ ଅଭାବଠାରୁ ଆରମ୍ଭ କରି ଭିତ୍ତିଭୂମି ଯାଏ ଯେଉଁଠି ଉଣ୍ଡିଲେ...

ବିଶ୍ୱ ଆଦିବାସୀ ଦିବସ ପାଳନ

ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି...

ସଂସ୍କୃତି ବିଭାଗକୁ ଅଣଦେଖା

ଢେଙ୍କାନାଳ ଅଫିସ,୧୩ା୪ ଐତିହ୍ୟ, କଳା, ସ୍ଥାପତ୍ୟ, ସଂସ୍କୃତି ପାଇଁ ଢେଙ୍କାନାଳ ଜିଲା ରାଜ୍ୟ ଓ ଜାତୀୟସ୍ତରରେ ବେଶ୍‌ ପରିଚିତ। କିନ୍ତୁ ଗତ ୬ବର୍ଷ ହେଲା ଜିଲା...

ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ...

୧୧ନିଶାସକ୍ତ ଡ୍ରାଇଭରଙ୍କୁ କୋର୍ଟଚାଲାଣ

ବାରିପଦା ଅଫିସ,୮।୫: ମାନ୍ୟବର ସୁପ୍ରିମ କୋର୍ଟଙ୍କ ଆଦେଶକୁ ଭିତ୍ତି କରି ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ମଦୁଆ ଚାଳକଙ୍କୁ ଯାଞ୍ଚ କରାଯାଇଛି। ବାରିପଦା ଟାଉନ ଥାନା...

Advertisement
Archives

Model This Week