ଦିବସଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାର

ବରଗଡ଼ ଅଫିସ୍‌,୧୭।୨: ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଶିକ୍ଷକ ତଥା ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ବୁଧବାର ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ମାସର ଉଦ୍‌ଯାପନୀ ସମାରୋହରେ ଗୁଡ୍‌ ସାମାରିଟାନ ଭାବେ ପୁରସ୍କୃତ କରାଯାଇଛି । ଏହି ପୁରସ୍କାର ବାବଦକୁ ତାଙ୍କୁ ମାନପତ୍ର ସହିତ ୧୦ହଜାର ଟଙ୍କାର ଏକ ଚେକ୍‌ ମିଳିଛି । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟରୁ ୬ଜଣ ଏବଂ ୩ଟି ଏନ୍‌ଜିଓକୁ ଚୟନ କରି ଏହି ପୁରସ୍କାର ପ୍ରଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟଅତିଥି, କୃଷି ସଚିବ ରାଜକୁମାର ଶର୍ମା, ଡିଜିପି ଅଭୟ, ପରିବହନ ସଚିବ ମଧୁସୂଦନ ପାଢ଼ୀ, ପରିବହନ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀଙ୍କ ଲଟେରି ଥୋପ

ଗୋଲାମୁଣ୍ଡା,୧୫।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କୁହୁରା ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ସସ୍ମିତା ନାଏକ ଲଟେରି ଲୋଭ ଦେଖାଇ ପ୍ରଚାର ଆରମ୍ଭ କରିଛନ୍ତି। ଘରକୁ ଘର ବୁଲି...

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା...

ଆଇପିଏଲ୍‌ ବେଟିଂରେ ପୋଲିସର ସେଟିଂ

ସମ୍ବଲପୁର,୧।୫(ବ୍ୟୁରୋ): ପ୍ରାୟ ୬୦ ଦିନିଆ ଆଇପିଏଲ୍‌ ମ୍ୟାଚରେ ଦେଶ ତଥା ଦେଶ ବାହାରେ ବେଟିଂ ଚାଲୁଛି। ସମ୍ବଲପୁର ଜିଲାରେ ମଧ୍ୟ ପ୍ରତିଦିନ ପ୍ରାୟ ୨ କୋଟି...

କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ...

ଦାଦନ ପରିବାରକୁ ଖାଦ୍ୟ ଯୋଗାଇଲେ ସ୍ବେଚ୍ଛାସେବୀ

ବଲାଙ୍ଗୀର ଅଫିସ, ୯ା୪- ବଲାଙ୍ଗୀର ମ୍ୟୁନିସିପାଲିଟି ଅନ୍ତର୍ଗତ ବିଜାଖମନରେ ଥିବା ପ୍ରାୟ ୨୫ ପରିବାର ଭୋକ ଉପାସରେ ରହିଥିବା ଖବର ପାଇବା ପରେ ମାହେଶ୍ୱରୀ ସଙ୍ଗଠନ...

କଟକ ମେୟରଙ୍କ ପୋଷ୍ଟର ପୋଡ଼ି

ନବରଙ୍ଗପୁର, (ବି.ପ୍ର.)/ଭୁବନେଶ୍ୱର (ବ୍ୟୁରୋ), ୨୪ା୫: ‘କାମ କର ନଚେତ ମାଲକାନଗିରି ପଠେଇଦେବି’ କଟକ ମେୟର ସୁବାସ ସିଂ ଦେଇଥିବା ଏପରି ମନ୍ତବ୍ୟକୁ ବିରୋଧ କରିଛି ନବରଙ୍ଗପୁର...

ସବୁ ପରକାର ସରକାରୀ ଯୋଜନାରୁ ବଁଚିତ୍‌: ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ଲାଠୋର, ୨୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖିକୁ ଭିନେ ଭିନେ ଯୋଜନାରେ ପକାଘର, ଚାଉଲ, ଭତା ଆଦି ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର...

ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ...

Advertisement
Archives

Model This Week