ସାଇକେଲରେ ବୁଲି ମାସ୍କ ବାଣ୍ଟୁଛନ୍ତି ଦିବ୍ୟାଙ୍ଗ

ସଜନାଗଡ, ୨୯।୭(ଡି.ଏନ.ଏ.)-ମହାମାରୀ କରୋନା ଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଲୋକଙ୍କୁ ସଚେତନ କରିବା ପାଇଁ ଆଗେଇ ଆସୁଛନ୍ତି ଜଣେ ଦିବ୍ୟାଙ୍ଗ। ସେ ନିଜେ ସାଇକେଲରେ ଡାକବାଜି ଯନ୍ତ୍ର ଲଗାଇ ବିଭିନ୍ନ ଅଞ୍ଚଳ ବୁଲି କରୋନା ସମ୍ପର୍କରେ ସଚେତନ କରୁଛନ୍ତି। ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ସେ ଲୋକଙ୍କୁ ବୁଝାଉଛନ୍ତି। ଗଁାରେ ବୁଲି ସଚେତନ କରିବା ବେଳେ ଯେଉଁମାନଙ୍କ ମୁହଁରେ ମାସ୍କ ନାହିଁ ସେମାନଙ୍କୁ ମାଗଣାରେ ମାସ୍କ ପ୍ରଦାନ କରି କରୋନାରୁ କିଭଳି ମୁକ୍ତି ପାଇବେ ସେ ବିଷୟରେ ଲୋକଙ୍କୁ ସଚେତନ କରାଉଛନ୍ତି। ଉକ୍ତ ଯୁବକ ହେଲେ ନୀଳଗିରି ଥାନା ଅଯୋଧ୍ୟା ଗ୍ରାମର ଅକ୍ଷୟ ଧଳ। ଯୁବକଙ୍କର ଏଭଳି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri