ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ

କଣ୍ଟାପଡା,୧୫।୭(ଡି.ଏନ୍‌.ଏ.): ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ। କଟକ ଜିଲା କଣ୍ଟାପଡ଼ା ବ୍ଲକ ଓଲଟପୁରସ୍ଥିତ ଏସ୍‌ଭି ନିରତାର ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ଅନୁଷ୍ଠାନ ଛାତ୍ର ସଂସଦର ୨୪ତମ ବାର୍ଷିକୋତ୍ସବରେ ରାଜ୍ୟପାଳ ଡ. ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଏଭଳି କହିଥିଲେ। ଅନ୍ୟତମ ଅତିଥିଭାବେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଡିନ୍‌ ଡା. ପ୍ରସନ୍ନଜିତ ମହାନ୍ତି ଯୋଗଦେଇ ପିଲାମାନଙ୍କ ମନୋବଳ ବଢ଼ାଇଲା ପରି କଥା କହିଥିଲେ, ନିରତାରରେ ଚାଲିଥିବା ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ସମ୍ପର୍କରେ ଏସ୍‌ଭିନିରତାରର ନିର୍ଦ୍ଦେଶକ ଡା. ପତିତପାବନ ମହାନ୍ତି ସୂଚନା ଦେଇଥିଲେ। ଛାତ୍ର ସଂସଦର ମୁଖପାତ୍ର ନିରନ୍ତରକୁ ମୁଖ୍ୟଅତିଥି ଉନ୍ମୋଚନ କରିବା ସହ ୩୧ ବ୍ୟାଚର ଟପ୍ପର ଶୋଭନ ମଣ୍ଡଳ, ଫରୀନ ଫୟାଜ, ରିୟା ମଣ୍ଡଳ ଓ କ୍ରୀଡାରେ ଟପ୍ପର ହୋଇଥିବା ଛାତ୍ର ନୀହାର ରଞ୍ଜନ ମଲିକ ଓ ଛାତ୍ରୀ ସଂଘମିତ୍ରା ସାହୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି, ସାବିତ୍ରୀ ମହାବିଦ୍ୟାଳୟରେ ୧୦ ଅଧ୍ୟାପକ ନିଯୁକ୍ତ

ଭଞ୍ଜନଗର,୧୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୬୩୮ଜଣ ନୂତନ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ୪ ଜଣ ଏବଂ କବିସମ୍ରାଟ...

ପେଭର ବ୍ଲକ ବଢ଼ାଉଛି ଉତ୍ତାପ

କେନ୍ଦୁଝର, ୨୫।୪ (ସ୍ବ.ପ୍ର.): ଥଣ୍ଡା ପରିବେଶ ପାଇଁ ପ୍ରସିଦ୍ଧି ଲାଭ କରିଥିବା କେନ୍ଦୁଝର ଜିଲାରେ ଗତ କିଛି ବର୍ଷ ହେଲା ବ୍ୟାପକ ଜଙ୍ଗଲ କ୍ଷୟ ଓ ବହୁ...

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ଡାଇଭର୍ସନ ରାସ୍ତା ବିପଦସଙ୍କୁଳ

ଝୁମ୍ପୁରା, ୨।୬ (ଡି.ଏନ୍‌.ଏ.)-ଝୁମ୍ପୁରା ବଜାର ଅଞ୍ଚଳ ତଥା ସରକାରୀ କାର୍ଯ୍ୟାଳୟ, ବ୍ଲକ, ଡାକ୍ତରଖାନା, ସ୍କୁଲକୁ ସଂଯୋଗ କରୁଥିବା ୨ଟି ମୁଖ୍ୟରାସ୍ତା, ଝୁମ୍ପୁରା – ଉଖୁଣ୍ଡା ରାସ୍ତା...

ଭୁଶୁଡ଼ିଲା ମେଡିକାଲ ପାଚେରି: ଜଣେ ମୃତ, ଭାଙ୍ଗିଲା ଗାଡ଼ି

କୋରାପୁଟ,୨୯।୯(ସ୍ବ.ପ୍ର.): କୋରାପୁଟ ସହରରେ ବୁଧବାର ରାତିରେ ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଏଥିରେ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର...

ଭିଜିଲାନ୍ସ ଜାଲରେ ବଙ୍ଗାଳପୁର ପିଇଓ

କେନ୍ଦ୍ରାପଡ଼ା ଅଫିସ/ପାଟକୁରା (ଡି.ଏନ୍‌.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଧର୍ମାନନ୍ଦ ବେହେରାଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ...

କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ...

ବୋହୂ ଋଣ ପାଇଁ ଶାଶୁଙ୍କୁ ତାଲା

ରାଜକନିକା,୨୭ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାର ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଜରିଆରେ କମ୍‌ ସୁଧ ହାରରେ...

Advertisement
Archives

Model This Week