ଏକଛତ୍ରବାଦୀ ଶାସକ ପୁଣି କଲେ କ୍ଷେପଣାସ୍ତ୍ର ପରୀକ୍ଷଣ…

ସିଓଲ୍‌, ୪।୫ : ଆଣବିକ ପରୀକ୍ଷଣ କରାଯିବା ଲାଗି ବିଶ୍ୱସ୍ତରରେ ବାରଣ କରାଯାଇଛି। କିନ୍ତୁ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏହି କଟକଣାକୁ ଲଗାତାର ଅଣଦେଖା କରୁଛନ୍ତି। ତାଙ୍କର ଆଣବିକ ପରୀକ୍ଷଣ ଯୋଗୁ ଆମେରିକା ସମେତ ଦକ୍ଷିଣ କୋରୀଆର ଚିନ୍ତା ବଢ଼ିବାରେ ଲାଗିଛି।

ସମ୍ପ୍ରତି ଦକ୍ଷିଣ କୋରିଆ ଦାବି କରିଛି ଯେ କିମ୍‌ ଉତ୍ତର କୋରିଆର ପୂର୍ବାଞ୍ଚଳରେ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛନ୍ତିି। ଏହି କ୍ଷେପଣାସ୍ତ୍ର ଏବଂ ଏହାର ଲକ୍ଷ୍ୟଭେଦ ବିଷୟରେ ସୂଚନା ଏପର୍ଯ୍ୟନ୍ତ ଉପଲବ୍ଧ ନାହିଁ ।

ପୂର୍ବରୁ ଉତ୍ତର କୋରିଆ ନେତାମାନେ ସିଧାସଳଖ ଧମକ ଦେଇଥିଲେ ଯେ ଆବଶ୍ୟକ ହେଲେ ସେମାନେ ଆଣବିକ ଅସ୍ତ୍ର ମଧ୍ୟ ବ୍ୟବହାର କରିପାରିବେ। ଏହାର କିଛି ଘଣ୍ଟା ପରେ କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭର୍ତ୍ତି ହେଲେ ମୁଶରଫ

ଇସ୍‌ଲାମାବାଦ,୩।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ସେ ପୁଣିଥରେ ଦୁବଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା...

ଖାଶୋଗୀ ହତ୍ୟାରେ ଏମ୍‌ବିଏସ୍‌ଙ୍କ ବିମାନ

ଓ୍ବାଶିଂଟନ, ୨୭।୨: ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟାକାଣ୍ଡ ସହ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌) ସମ୍ପୃକ୍ତ ଥିବା...

ପାକିସ୍ତାନ ନାଁ ନେଲେନି ମୋଦି

ଜାତିସଂଘ,୨୮।୯(ପି.ଟି.): ୟୁଏନ୍‌ଜିଏ ଅଧିବେଶନରେ ଉଦ୍‌ବୋଧନ ଦେବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନର ନାଁ ନେଇନାହାନ୍ତି। ଜାତିସଂଘରେ ପାକିସ୍ତାନ ନାଁ ନ ନେବା ଗତ ୮ ବର୍ଷ...

ସରକାର ବିରୋଧୀ ବିକ୍ଷୋଭର ୪ ମାସ ପରେ : ହଂକଂରେ ଫେସ୍‌ ମାସ୍କ ନିଷିଦ୍ଧ

ହଂକଂ,୫ା୧୦: ହଂକଂରେ ପ୍ରତ୍ୟର୍ପଣ ବିଲ୍‌ ବିରୋଧରେ ଗତ ଜୁନ୍‌ରେ ଆରମ୍ଭ ହୋଇଥିବା ସରକାର ବିରୋଧୀ ବିକ୍ଷୋଭକୁ ୪ ମାସ ବିତିଛି। ସରକାର ଗତମାସରେ ଏହି ବିବାଦୀୟ...

କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ...

ନିଷ୍ପତ୍ତି ନେଲା ଆମେରିକା

ଓ୍ବାଶିଂଟନ/ନ୍ୟୁୟର୍କ,୪ା୧୧: ଆମେରିକାରେ ବହୁ ପ୍ରତୀକ୍ଷିତ ଚତୁଃ ବାର୍ଷିକ ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରିପବ୍ଲିକାନ୍‌ ପାର୍ଟିରୁ ପ୍ରେସିଡେନ୍ସିଆଲ ନୋମିନି ଭାବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌...

ୟୁକ୍ରେନ୍‌ରେ ଆଖି ବୁଜିଲେ ଆଉ ଜଣେ ଭାରତୀୟ ଛାତ୍ର

କ୍ୱିଭ,୨।୩: ୟୁକ୍ରେନରେ ଆଉ ଜଣେ ଭାରତୀୟ ଛାତ୍ର ବୁଧବାର  ପ୍ରାଣ ହରାଇଛନ୍ତି। ତାଙ୍କର ମୃତ୍ୟୁ କୌଣସି ବୋମା କିମ୍ବା ମିସାଇଲ ମାଡ଼ରେ ହୋଇନାହିଁ, ବରଂ ସେ...

ମହାକାଶ କେନ୍ଦ୍ରରେ ପହଞ୍ଚିଲା ୧୨ ମଦ ବୋତଲ

ଓ୍ବାଶିଂଟନ,୬।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୨ ବୋତଲ ମଦ ପହଞ୍ଚିଛି। ଫ୍ରାନ୍ସରେ ପ୍ରସ୍ତୁତ ହୋଇଥିବା ଏହି ରେଡ୍‌ ଓ୍ବାଇନ୍‌କୁ କୌଣସି ମହାକାଶଚାରୀ ପିଇବେ ନାହିଁ। ଏହା...

Advertisement
Archives

Model This Week