Posted inଜାତୀୟ

ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି: ଏଏପି…

ନୂଆଦିଲ୍ଲୀ,୨୨।୩ : ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି ବୋଲି କହି ଆମ ଆଦମୀ ପାର୍ଟି ଭାଜପାକୁ କଡ଼ା ସମାଲୋଚନା କରିଛି। ଏଏପି ପକ୍ଷରୁ ଟୁଇଟ କରାଯାଇ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପୋଷ୍ଟର ଲଗାଯିବା ଘଟଣାରେ ୧୦୦ ମାମଲା ରୁଜୁ ଏବଂ ୬ ଜଣଙ୍କ ଗିରଫ ପରେ ଏଏପି ପକ୍ଷରୁ ଏଭଳି କୁହାଯାଇଛି।

ମୋଦି ସରକାରଙ୍କ ଏକଛତ୍ରବାଦୀ ଶାସନ ଚରମ ସୀମାରେ ଅଛି !! ପୋଷ୍ଟରରେ ଏଭଳି କ’ଣ ଅଛି ଯେ ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ଯାଇ ୧୦୦ ମାମଲା ରୁଜୁ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି, ଆପଣ ବୋଧହୁଏ ଜାଣି ନାହାଁନ୍ତି କିନ୍ତୁ ଭାରତ ଏକ ଗଣତାନ୍ତ୍ରିକ ଦେଶ। ଆପଣଙ୍କ ମଧ୍ୟରେ ଗୋଟିଏ ପୋଷ୍ଟରକୁ ଡର କାହିଁକି? ବୋଲି ଏଏପି କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri