ବାପାଙ୍କ ଦରମା ଟଙ୍କାକୁ ପୋଡି ଦେଇଥିଲେ ସଲମାନ୍‌ ଖାନ୍‌: ଜାଣନ୍ତୁ କାହିଁକି ଏପରି କରିଥିଲେ…

ସଲମାନ୍‌ ଖାନ୍‌ଙ୍କ ଟିଭି ଶୋ’ ‘ବିଗ୍‌ ବସ୍‌’ ଅକ୍ଟୋବର ୩ରୁ ଆରମ୍ଭ ହେବାକୁ ଯାଉଛି। ଏହି ଶୋ’ ପାଇଁ ନିର୍ମାତା ସଲମାନ୍‌ଙ୍କୁ ଲକି ମାନିଥାନ୍ତି। ତେଣୁ ସଲମାନ୍‌ ଏଥିପାଇଁ ଯେତେ ଫିସ୍‌ ମାଗିଥାନ୍ତି ନିର୍ମାତା ତାଙ୍କୁ ଦେବାକୁ ରାଜି ହୋଇଥାନ୍ତି। ଏହି ଶୋ’ ବର୍ତ୍ତମାନ ଆରମ୍ଭ ହୋଇନାହିଁ କିନ୍ତୁ ଏହାକୁ ନାହିଁ ଚର୍ଚ୍ଚା ଲାଗି ରହିଛି। ଏହି ସମୟରେ ସଲମାନ୍‌ଙ୍କୁ ନେଇ ଏକ ଖବର ସାମ୍ନାକୁ ଆସିଛି। ସଲମାନ୍‌ଙ୍କ ଏକ ଭୁଲ ପାଇଁ ବାପା ସଲିମ ଖାନ୍‌ଙ୍କର ବହୁତ କ୍ଷତି ହୋଇଥିଲା।
ପିଲାଦିନେ ସଲମାନ୍‌ ଏକଦା ବାପା ସଲମ୍‌ଙ୍କ ଟଙ୍କାରେ ନିଆଁ ଲଗାଇ ଦେଇଥିଲେ।
ଖବର ଅନୁଯାୟୀ, ଦୀପାବଳୀ ସମୟରେ ସଲମାନ୍‌ ଭଉଣୀ-ଭାଇଙ୍କ ସହ ମସ୍ତି କରୁଥିଲେ। ଏହି ସମୟରେ ସମସ୍ତେ ମିଶି କାଗଜ ଜଳାଉଥିଲେ। କାଗଜ ଶେଷ ହୋଇଯିବା ପରେ ସଲମାନ୍‌ ଆଉ କିଛି ନ ପାଇଁ ବାପାଙ୍କ ରୁମ୍‌କୁ ଯାଇ ଟେବୁଲ ଉପରେ ଥିବା ଟଙ୍କା ବଣ୍ଡଲକୁ ଆଣି ନିଆଁ ଲଗାଇଥିଲେ। ଭାଉ, ଭଉଣୀଙ୍କୁ ମଧ୍ୟ ଜଳାଇବା ପାଇଁ ଦେଇଥିଲେ। ସେମାନେ ପ୍ରାୟ ୭୫୦ ଟଙ୍କା ଜାଳିଦେଇଥିଲେ। ଏହା ସଲିମ୍‌ ଜାଣିବା ପରେ ପିଲାମାନଙ୍କ ଉପରେ ନ ରାଗି ସେମାନଙ୍କୁ ଟଙ୍କାର ମହତ୍ତ୍ୱ ବିଷୟରେ ବୁଝାଇଥିଲେ। ଏହି କଥାକୁ ସବୁଦିନ ପାଇଁ ମନେ ରଖିବେ ବୋଲି ସଲମାନ୍‌ ବାପାଙ୍କୁ କଥା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?