Posted inଫୁରସତ

ପ୍ରେମିକାଙ୍କୁ କ୍ୟାଡ୍‌ବେରୀ ଡେରି ମିଲ୍କ ଦେଉଥିଲେ ଜାଣନ୍ତୁ….

କ୍ୟାଡ୍‌ବେରୀ ଡେରି ମିଲ୍କ ଖାଉଥିଲେ ସାବଧାନ । ଭାଲେଣ୍ଟାଇନ୍ସ ସପ୍ତାହ ଚାଲିଥିବା ବେଳେ ନିକଟରେ ଚକୋଲେଟ୍‌ ଡେ ଫେବୃଆରୀ ୯ ତାରିଖରେ ଶେଷ ହୋଇଛି। ତେବେ ଏହି ଦିନରେ ଅନେକ ପ୍ରେମୀଯୁଗଳ ତାଙ୍କ ପ୍ରେମିକା ପ୍ରେମିକଙ୍କୁ ଚକୋଲେଟ୍‌ ଦେଇଥିବେ। ଏହା ସହ ପ୍ରାୟ ଅନ୍ୟ ସମସ୍ତେ ମଧ୍ୟ ଭାଲେଣ୍ଟାଇନ୍ସ ସପ୍ତାହର ଏହି ଦିନଟିକୁ ପାଳନ କରିଛନ୍ତି।
ତେବେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ
କ୍ୟାଡବେରୀ ଡେରି ମିଲ୍କ ଚକୋଲେଟରେ ଏକ ପୋକ ଚାଲୁଥିବା ଦେଖିବାକୁ ମିଳୁଛି।
ରବିନ ନାମକ ଜଣେ ଯୁବକ ଏହି ଭିଡିଓ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ହାଇଦ୍ରାବାଦର ଏକ ମେଟ୍ରୋ ଷ୍ଟେଶନରୁ କ୍ୟାଡବେରୀ ଚକୋଲେଟ କିଣିଥିଲି, ଯେତେବେଳେ ସେ ଏହାକୁ ଚିରିଲେ ତାହା ଭିତରେ ପୋକ ଚାଲୁଥିଲା। ସେ ବିଲ୍‌ ସହିତ ଚକୋଲେଟ୍‌ରେ ଚାଲୁଥିବା ପୋକକୁ ମଧ୍ୟ ଶେୟାର କରିଥିଲେ।

ଏନେଇ ସେ ତାଙ୍କ କ୍ୟାପଶନ୍‌ରେ ଲେଖିଛନ୍ତି, ଫେବୃଆରୀ ୯ରେ ହାଇଦ୍ରାବାଦର ‘ଆମେରପେଟ୍‌ ମେଟ୍ରୋ ଷ୍ଟେଶନ’ରୁ ରତ୍ନାଦୀପ ରିଟେଲ୍‌ ନାମକ ଏକ ଦୋକାନରୁ କ୍ୟାଡବେରୀର ଚକୋଲେଟ କିଣିଥିଲେ। ପରେ ଏଥିରେ ପୋକ ଚାଲୁଥିବା ଦେଖି ଭିଡିଓ ଶେୟାର କରିଥିଲେ। ଏହି ଗମ୍ଭୀର ସ୍ବାସ୍ଥ୍ୟଜନିତ ସମସ୍ୟା ନେଇ ଅନେକ ୟୁଜର୍ସ ପ୍ରଶ୍ନ ଉଠାଇଛନ୍ତି। କେତେକ ଏହାଉପରେ ପ୍ରତିକ୍ରିୟା ରଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri