ନନ୍ଦିଗ୍ରାମରେ ଦିଦି ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ କ୍ଲିନ୍‌ ସ୍ବିପ୍‌ କରିଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ସେହିପରି ନନ୍ଦିଗ୍ରାମରେ ସପ୍ତମ ରାଉଣ୍ଡ ଭୋଟ ଗଣନା ପର୍ଯ୍ୟନ୍ତ ପଛରେ ପଡ଼ିଯାଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ୮୦୦୦ ଭୋଟରେ ଆଗୁଆ ରହିଛନ୍ତି। ୧୬ ରାଉଣ୍ଡ ଭୋଟ ଗଣତିରେ ଏହି ଫଳାଫଳ ମିଳିଛି। ରାଜ୍ୟରେ ପୁଣି ଥରେ ତୃଣମୂଳ ସରକାର ଗଠନ କରିବା ପ୍ରାୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri