ନନ୍ଦିଗ୍ରାମରେ ଦିଦି ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ କ୍ଲିନ୍‌ ସ୍ବିପ୍‌ କରିଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ସେହିପରି ନନ୍ଦିଗ୍ରାମରେ ସପ୍ତମ ରାଉଣ୍ଡ ଭୋଟ ଗଣନା ପର୍ଯ୍ୟନ୍ତ ପଛରେ ପଡ଼ିଯାଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ୮୦୦୦ ଭୋଟରେ ଆଗୁଆ ରହିଛନ୍ତି। ୧୬ ରାଉଣ୍ଡ ଭୋଟ ଗଣତିରେ ଏହି ଫଳାଫଳ ମିଳିଛି। ରାଜ୍ୟରେ ପୁଣି ଥରେ ତୃଣମୂଳ ସରକାର ଗଠନ କରିବା ପ୍ରାୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସାମରେ ନିର୍ବାଚନ କ୍ଷେତ୍ରର ପରିସୀମନକୁ ବିରୋଧ: ଏଜିପି ବିଧାୟକ ପ୍ରଦୀପ ହାଜାରିକାଙ୍କ ଇସ୍ତଫା

ଗୁଆହାଟୀ,୧୩।୮: ଆସାମରେ ବିଧାନସଭା ଏବଂ ସଂସଦୀୟ ର୍ନିବାଚନମଣ୍ଡଳୀର ପରିସୀମନ(କ୍ଷେତ୍ର) ପ୍ରକାଶ ପାଇବା ପରେ ବିରୋଧ ଆରମ୍ଭ ହୋଇଛି। ପରିସୀମନକୁ ବିରୋଧ କ୍ଷମତାସୀନ ଭାଜପାର ସହଯୋଗୀ ପାର୍ଟି...

ଲେହ ମାନଚିତ୍ର ବିବାଦ: ଗୃହ କମିଟିରେ କ୍ଷମା ମାଗିଲା ଟୁଇଟର

ନୂଆଦିଲ୍ଲୀ,୩୦ା୧୦: ଲେହକୁ ଚାଇନାର ଅଞ୍ଚଳ ଭାବେ ଦର୍ଶାଇଥିବା ମାଇକ୍ରୋ-ବ୍ଲଗିଙ୍ଗ୍‌ ସାଇଟ ଟୁଇଟର ଗୁରୁବାର ଏଥିପାଇଁ ଯୁଗ୍ମ ସଂସଦୀୟ କମିଟି ନିକଟରେ କ୍ଷମାପ୍ରାର୍ଥନା କରିଛି। ଏନେଇ ସ୍ପଷ୍ଟୀକରଣ...

କ୍ରିମିୟା ପ୍ରସଙ୍ଗ ଭାରତ ପାଇଁ ଏକ ଶିକ୍ଷା: ଚାଇନା-ପାକିସ୍ତାନକୁ ନେଇ ଚେତାବନୀ ଦେଲେ ୟୁକ୍ରେନ ମନ୍ତ୍ରୀ…

ନୂଆଦିଲ୍ଲୀ,୧୧।୪ : ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ଏମିନ ଜାପାରୋଭା ଭାରତ ଗସ୍ତରେ ଅଛନ୍ତି। ୟୁକ୍ରେନ ଯୁଦ୍ଧ ପରେ ଭାରତକୁ ୟୁକ୍ରେନର ଜଣେ ମନ୍ତ୍ରୀଙ୍କ ଏହା ପ୍ରଥମ...

ବନ୍ୟାଗ୍ରସ୍ତ ହିମାଚଳକୁ ୧୦ କୋଟି ଆର୍ଥିକ ସହାୟତା ଯୋଗାଇଦେବ ତାମିଲନାଡୁ: ଷ୍ଟାଲିନଙ୍କ ଘୋଷଣା…

ଚେନ୍ନାଇ,୨୩।୮ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ବନ୍ୟାଗ୍ରସ୍ତ ହିମାଚଳ ପ୍ରଦେଶରେ ରିଲିଫ ସହାୟତା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି...

ବସ୍‌ ଚଳାଉଥିବାବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ଚାଳକ, ମହିଳା ଯାତ୍ରୀ ଚଳାଇଲେ ବସ୍‌

ପୁଣେ,୧୬ା୧: ପୁଣେରେ ଏବ ବସ୍‌ ଦ୍ରୁତ ବେଗରେ ଚଳାଉଥିବାବେଳେ ଚାଳକ ଜଣକ ହଠାତ୍‌ ବେହୋସ ହୋଇପଡ଼ିଥିଲେ। ଯେଉଁଥିପାଇଁ ବସ୍‌ଟି ଅନିୟନ୍ତ୍ରିତ ହୋଇପଡ଼ିଥିଲା। ଫଳରେ ବସ୍‌ରେ ବସିଥିବା...

ନବଜାତକଙ୍କୁ ସଂକ୍ରମଣରୁ ସୁରକ୍ଷା ପାଇଁ ବ୍ୟବହାର କରାଯାଉଛି କଲର କୋଡ ବେଡସିଟ୍‌

ନାସିକ,୧୯।୮: ମହାରାଷ୍ଟ୍ର ନାସିକର ସିଭିଲ ହସ୍ପିଟାଲରେ ନବଜନ୍ମିତ ଶିଶୁଙ୍କୁ ସଂକ୍ରମଣରୁ ସୁରକ୍ଷା ଦେବା ପାଇଁ ସ୍ପେଶାଲ ନିଉ ବର୍ଣ୍ଣ କେୟାର ୟୁନିଟ(ଏସ୍‌ଏନ୍‌ସିୟୁ)ରେ ସପ୍ତାହରେ ଭିନ୍ନ ଭିନ୍ନ...

୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର ବିମୁଦ୍ରୀକରଣ ନୁହେଁ

ନୂଆଦିଲ୍ଲୀ, ୨୪ା୫ (ପି.ଟି.): ୨,୦୦୦ ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିନେବା ବିମୁଦ୍ରୀକରଣ ନୁହେଁ ବରଂ ବୈଧାନିକ କାର୍ଯ୍ୟ ବୋଲି ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ମଙ୍ଗଳବାର...

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି।...

Advertisement
Archives

Model This Week