Posted inଜାତୀୟ

ଦିଦିଙ୍କ ପାଖରେ ୯ ଗ୍ରାମ୍‌ ଅଳଙ୍କାର…

କୋଲକାତା,୧୧।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଭବାନୀପୁର ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ସେ ସତ୍ୟପାଠରେ ନିଜ ସମ୍ପତ୍ତି ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ସତ୍ୟପାଠ ଅନୁଯାୟୀ ତାଙ୍କ ପାଖରେ ନଗଦ ୬୯, ୨୨୫ ଟଙ୍କା ରହିଛି।

ତାଙ୍କର ଏକ ବ୍ୟାଙ୍କ ଆକାଉଣ୍ଟରେ ୧୨, ୦୨,୩୫୬ ଟଙ୍କା ଜମା ରହିଛି। ଏହା ସହିତ ମୋଟ ବ୍ୟାଙ୍କ ବାଲାନ୍ସ ୧୩, ୫୩, ୩୫୬ ଟଙ୍କା ବୋଲି ଦର୍ଶାଯାଇଥିଲା। ଜାତୀୟ ସଞ୍ଚୟ ପ୍ରମାଣପତ୍ର ବାବଦରେ ମମତା ବାନାର୍ଜୀଙ୍କ ପାଟରେ ୧୮,୪୯୦ ଟଙ୍କା ରହିଛି। ଅପରପକ୍ଷରେ,ଦିଦିଙ୍କ ପାଖରେ ୯ ଗ୍ରାମ ଅଳଙ୍କାର ରହିଛି। ଯାହାର ବଜାରରେ ଦାମ ୪୩,୮୩୭ ଟଙ୍କା ହେବ ବୋଲି ସତ୍ୟପାଠରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri