Posted inଜାତୀୟ

ପୁଣି ଫେରିବେ ଦିଦି: ଚମତ୍କାର ଆଶାରେ ଭାଜପା

କୋଲକାତା,୧୬।୨: ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ଭାଜପା ପକ୍ଷରୁ ଯୋଜନା କରାଯାଉଛି। ତେବେ ପୁଣି ମମତା ଦିଦି କ୍ଷମତା ଦଖଲ କରିବେ ବୋଲି ଓପିନିୟନ ପୋଲ୍‌ରୁ ଅନୁମାନ କରାଯାଉଛି। ଭାଜପା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଦ୍ୱାରା କିଛି ଚମତ୍କାର ହେବାର ଆଶା ରଖିଛି। ତେବେ ତାହା ସହଜ ନୁହେଁ ବୋଲି ଏବିପି ନ୍ୟୁଜ୍‌-ସିଏନ୍‌ଏକ୍ସ୍‌ ଓପିନିୟନ ପୋଲ୍‌ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି। ରାଜ୍ୟର ୨୯୪ ବିଧାନସଭା ଆସନ ମଧ୍ୟରୁ ୧୫୧ ଆସନ ତୃଣମୂଳ କଂଗ୍ରେସ ଖାତାକୁ ଯିବାର ସମ୍ଭାବନା ରହିଛି। ସେହିପରି ଭାଜପା ୧୧୭ ଆସନରେ ବିଜୟୀ ହେବାର ଆଶା ରହିଛି। ୨୦୧୬ରେ ରାଜ୍ୟରେ ଭାଜପା ମାତ୍ର ୩ଟି ଆସନ ହାସଲ କରିଥିଲା। ଏବେ ଭାଜପା ଏଠାରେ ଶହେରୁ ଅଧିକ ଆସନ ହାତେଇବା ଓପିନିୟନ ପୋଲ୍‌ରେ ଉଲ୍ଲେଖ କରାଯାଇଛି। ଗତ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ୨୧୧ ଆସନରେ ବିଜୟୀ ହୋଇଥିଲା। ସେହିପରି କଂଗ୍ରେସ ଏବଂ ସିପିଏମ୍‌ ମେଣ୍ଟକୁ ୨୪ ଆସନ ମିଳିବାର ଆଶା ରହିଛି। ରାଜ୍ୟରେ ସରକାର ଗଠନ ପାଇଁ କୁହୁକ ସଂଖ୍ୟା ୧୪୮ ରହିଛି। ସମ୍ପ୍ରତି ରାଜ୍ୟ ବିଧାନସଭାରେ ତୃଣମୂଳର ବିଧାୟକ ସଂଖ୍ୟା ୨୧୧, କଂଗ୍ରେସ ୪୪, ବାମଦଳ ୨୬ ଏବଂ ଭାଜପା ପାଖରେ ୩ ଜଣ ବିଧାୟକ ରହିଛନ୍ତି। ଅନ୍ୟଦଳଙ୍କ ବିଧାୟକ ସଂଖ୍ୟା ୧୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri