ଦିଦିଙ୍କ ଆମ୍ବ କୂଟନୀତି, ମୋଦି-ଶାହାଙ୍କ ପାଖକୁ ପଠାଇଲେ ମିଠା ଆମ୍ବ …

କୋଲକାତା,୧।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସହିତ ଭାଜପା ର ବହୁ ବରିଷ୍ଠ ନେତା ମମତା ବାନାର୍ଜୀଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ତେବେ ନିର୍ବାଚନ ପରେ ଏବେ ଦିଦି ଆମ୍ବ କୂଟନୀତି ଆରମ୍ଭ କରିଛନ୍ତି। ନିର୍ବାଚନ ପ୍ରଚାର ସମୟରେ ପରସ୍ପର ଉପରକୁ କାଦୁଆ ଫିଙ୍ଗାର ଦୁଃଖ ଲାଘବ କରି ରାଜ୍ୟ ଏବଂ କେନ୍ଦ୍ର ମଧ୍ୟରେ ସୁସମ୍ପର୍କ ସ୍ଥାପନ ପାଇଁ ଦିଦି ମୋଦି ,ଶାହାଙ୍କ ସମେତ ଭାଜପାର ଅନ୍ୟ ବରିଷ୍ଠ ନେତାଙ୍କ ଲାଗି ପଶ୍ଚିମବଙ୍ଗର ମିଠା ଆମ୍ବ ପଠାଇଛନ୍ତି। ମମତା ହିମସାଗର, ମାଲଦା ଏବଂ ଲକ୍ଷ୍ମଣଭୋଗ ଆମ୍ବ ପଠାଥିବା କୁହାଯାଉଛି। ଏସବୁ ଆମ୍ବ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ପାଖକୁ ମଧ୍ୟ ପଠାଯାଇଛି। ଏହା ସହିତ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଖକୁ ମଧ୍ୟ ମମତା ଆମ୍ବ ପେଟି ପଠାଇଛନ୍ତି। ୨୦୧୧ଠାରୁ ମମତା ଦିଲ୍ଲୀକୁ ଆମ୍ବ ପଠାଇବା ଜାରି ରଖିଛନ୍ତି। ଆମ୍ବ ସହିତ ମମତା ମିଠା ମଧ୍ୟ ଦିଲ୍ଲୀ ପଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri