Posted inଜାତୀୟ

ପରେଡ଼ରୁ ହଟିଲା ଦିଦିଙ୍କ ପ୍ରଜ୍ଞାପନ ମେଢ଼, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି…

କୋଲକାତା, ୧୬।୧: ଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ଼ରୁ ପ୍ରଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ହଟାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି।

ରାଜ୍ୟର ସ୍ବତନ୍ତ୍ରତା ସେନାନୀଙ୍କର ପ୍ରଜ୍ଞାପନ ମେଢ଼କୁ ସାମିଲ କରିବାକୁ ଦିଦି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। କୌଣସି କାରଣ ନ ଦର୍ଶାଇ ଏହାକୁ ହଟାଇ ଦିଆଯାଇଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏନେଇ ସେ ଆଶ୍ଚର୍ଯ୍ୟ ହୋଇଥିବା କହିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ସେ ଲୋଡିଛନ୍ତି।

ପ୍ରଜ୍ଞାପନ ମେଢ଼ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଆଇଏନ୍‌ଏର ୧୨୫ ତମ ବର୍ଷ ପୂରଣ ସ୍ମୃତିରେ ନିର୍ମାଣ କରାଯାଇଥିଲା। ସ୍ବାଧୀନତା ସଂଗ୍ରାମରେ ପଶ୍ଚିମବଙ୍ଗ ଆଗରେ ଥିବାବେଳେ ଦେଶ ସ୍ବାଧୀନତାର ୭୫ ତମ ବର୍ଷ ପୂର୍ତ୍ତି ଅବସରରେ ପାଳନ କରାଯାଉଥିବା ଅମୃତ ମହୋତ୍ସବ ଅବସରରେ ସାଧାରଣତନ୍ତ୍ର ଦିବସରେ ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ସ୍ଥାନ ନ ମିଳିବା ଦୁଃଖର କଥା ବୋଲି ମମତା ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri