Posted inଜାତୀୟ

ଦିଦିଙ୍କ ବିଜୟ…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ୫୮,୮୩୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ପ୍ରିୟଙ୍କା ୨୬,୨୩୦ ଭୋଟ ପାଇଛନ୍ତି। ଏହାକୁ ନେଇ ତୃଣମୂଳ କର୍ମୀ ନାଚଗୀତ ଆରମ୍ଭ କରିଥିବାବେଳେ ଦଳୀୟ କାର୍ଯ୍ୟାଳୟ ଉତ୍ସବ ମୁଖର ହୋଇପଡ଼ିଛି। ଭାବାନୀପୁର ଆସନ ମମତାଙ୍କ ପାଇଁ ପ୍ରତିଷ୍ଠାର ବିଷୟ ପାଲଟିଥିଲା। ପ୍ରିୟଙ୍କା ନିଜର ପରାଜୟ ସ୍ବୀକାର କରିବା ସହିତ ମମତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟର ସମସେରଗଞ୍ଜ ଏବଂ ଜାଙ୍ଗିପୁର ବିଧାନସଭା ଆସନରେ ଶାସକ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଅମିରୁଲ୍‌ ଇସଲାମ୍‌ ଏବଂ ଜାକିର ହୁସେନ୍‌ ଆଗୁଆ ରହିଛନ୍ତି। ସମସେରଗଞ୍ଜରେ ତୃଣମୂଳର ଅମିରୁଲ ଏବଂ ଆଇଏନ୍‌ସି ପ୍ରାର୍ଥୀ ଜଇଦୁର ରହମାନ୍‌ଙ୍କ ମଧ୍ୟରେ ମୁକାବିଲା ହେଉଛି। ସେହିପରି ଜାଙ୍ଗିପୁରରେ ତୃଣମୂଳ ପ୍ରାର୍ଥୀ ଜାକିର ଏବଂ ଭାଜପାର ସୁଜିତ ଦାସଙ୍କ ମଧ୍ୟରେ ମୁକାବିଲା ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri