ଟଙ୍କା ନ ଥିବାରୁ ଘରଭଡ଼ା ଦେଇପାରୁ ନ ଥିଲେ ଅଭିନେତା

ନୂଆଦିଲ୍ଲୀ,୨୧।୫: ଟିଭିରେ ସୁଯୋଗ ମିଳିବା ପୂର୍ବରୁ ପାଖରେ ଟଙ୍କା ନ ଥିଲା। ଏପରି କି ଘରଭଡ଼ା ପାଇଁ ପ୍ରେମିକା ଟଙ୍କା ଦିଅନ୍ତି। ୨୦୦୮ରେ ଏଭଳି ଅବସ୍ଥା ଥିଲା ବୋଲି ଇନଷ୍ଟାଗ୍ରାମର ପୋଷ୍ଟ ଜରିଆରେ ସୂଚନା ଦେଇଛନ୍ତି ଟିଭିର ଜଣାଶୁଣା ଚେହେରା ମନୀଷ ପଲ।

୩୯ ବର୍ଷୀୟ ଆଙ୍କର ମନୀଷ ଶୁକ୍ରବାର ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଲେଖିଛନ୍ତି, ୨୦୦୮ରେ ମୋ ପାଖରେ କାମ ନ ଥିଲା। କିନ୍ତୁ ସ୍ତ୍ରୀ ତଥା ପ୍ରେମିକା ସବୁ କିଛି ସମ୍ଭାଳି ନେଇଥିଲେ। ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ବୁଝାଇଥିଲେ। ବର୍ଷକ ପରେ ଏକ ଟିଭି ସିରିଏଲରେ କାମ କରିବାକୁ ମିଳିଲା ସୁଯୋଗ। ତା’ ପରେ ରିଆଲିଟି ଶୋ ଓ ଆଓ୍ବାର୍ଡ ନାଇଟ୍ସରେ ମୋତେ ଆଙ୍କର ଭାବେ କାମ ମିଳିବା ଆରମ୍ଭ ହୋଇଥିଲା। ଆଉ ଏବେ ମୁଁ ସଂୟୁକ୍ତା ଓ ଛୁଆଙ୍କୁ ସମୟ ଦେଇପାରିବି। ଉଲ୍ଲେଖଯୋଗ୍ୟ, ମନୀଷ ବଲିଉଡ୍‌ରେ ମଧ୍ୟ ଭାଗ୍ୟ ପରୀକ୍ଷା କରିସାରିଛନ୍ତି। ତାଙ୍କ ଡେବ୍ୟୁ ଫିଲ୍ମ ଥିଲା ‘ମିକି ଭାଇରସ’।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri