Posted inଜାତୀୟ

୨୫ ଟଙ୍କା ମହଙ୍ଗା ହେଲା ଡିଜେଲ୍‌

ନୂଆଦିଲ୍ଲୀ,୨୦।୩: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବାର ପ୍ରଭାବ ଏବେ ବହୁଳ ବ୍ୟବହାରକାରୀଙ୍କ ଉପରେ ପଡିଛି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ବହୁଳ ବ୍ୟବହାରକାରୀଙ୍କ ପାଇଁ ଡିଜେଲର ମୂଲ୍ୟ ଲିଟର ପିଛା ୨୫ ଟଙ୍କା ବୃଦ୍ଧି କରିଛନ୍ତି। ପେଟ୍ରୋଲ ପମ୍ପ ମାଧ୍ୟମରେ ବିକ୍ରି ହେଉଥିବା ଡିଜେଲର ଖୁଚୁରା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏପରିକି ସାଧାରଣ ଗ୍ରାହକଙ୍କ ଉପରେ ଏହାର କୌଣସି ପ୍ରଭାବ ପଡିବ ନାହିଁ। ବହୁଳ ବ୍ୟବହାରକାରୀଙ୍କ ମଧ୍ୟରେ ଡିଫେନ୍ସ, ରେଲୱେ ଆଣ୍ଡ ଟ୍ରାନ୍ସପୋର୍ଟ କର୍ପୋରେସନ, ପାୱାର ପ୍ଲାଣ୍ଟ, ସିମେଣ୍ଟ ପ୍ଲାଣ୍ଟ ଏବଂ କେମିକାଲ ପ୍ଲାଣ୍ଟ ମୁଖ୍ୟ ସାମିଲ ଅଛନ୍ତି। ଏମାନଙ୍କ ପାଇଁ ଏବେ ଡିଜେଲରେ ମୂଲ୍ୟରେ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଡିପି ମନ୍ତ୍ରୀ ଗିରଫ

ହାଇଦ୍ରାବାଦ, ୭।୧: ଜମି ବିବାଦକୁ ନେଇ ୩ ଭାଇଙ୍କୁ ଅପହରଣ କରିଥିବା ଅଭିଯୋଗରେ ବୁଧବାର ଆନ୍ଧ୍ରପ୍ରଦେଶର ଜଣେ ପୂର୍ବତନ ଟିଡିପି ମନ୍ତ୍ରୀଙ୍କୁ ଗିରଫ କରାଯାଇଛି। ୨୦୦...

୧୯୪୭ ସ୍ମୃତି ଉଜ୍ଜୀବିତ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ...

ଓଲଟିଲା ବସ୍‌: ୩୦ ଯାତ୍ରୀ ଆହତ

ଥିରୁଭାନନ୍ତପୁରମ୍‌,୧୮।୮: କେରଳର ଥ୍ରୀସୁର ଜିଲାର କନିମାଙ୍ଗଳମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍‌ ଓଲଟି ପଡ଼ିବାରୁ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।...

‘ଆମେ କାପୁରୁଷଙ୍କ ସନ୍ତାନ ନୁହେଁ’, ଭାଜପାକୁ ଟାର୍ଗେଟ କଲେ ଉଦ୍ଧବ

ମୁମ୍ବାଇ,୧୮।୬: ମୁମ୍ବାଇରେ ରବିବାର ଏକ ସାଧାରଣ ସଭାରେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ସେ ଶିନ୍ଦେ...

କାମକୁ ନୁହେଁ, ନାମକୁ

ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର...

୪୧ଶତକଡା ଲୋକ ଅନଲାଇନରେ ଆକାଉଣ୍ଟ ପରିଚାଳନା କରିବା ଜାଣନ୍ତି ନାହିଁ

ନୂଆଦିଲ୍ଲୀ, ୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ...

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କଲେ ବିରୋଧୀ: ଭାଜପା କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୨୯ ।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ୧ ଫେବୃୟାରୀରେ ସଂସଦରେ ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରାଯିବ...

ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଗିରଫ

ହାଇଦ୍ରାବାଦ,୨୫ା୪: ପୋଲିସ ଅଫିସରଙ୍କ ସହ ବଚସା ପରେ ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇ.ଏସ୍‌. ଶର୍ମିଲାଙ୍କୁ ସୋମବାର ଗିରଫ କରାଯାଇଛି। ଶର୍ମିଲା କାର୍‌ ଯୋଗେ ତାଙ୍କ...

Advertisement
Archives

Model This Week