ଡିଜେଲ ୯ ପଇସା କମିଲା

ଭୁବନେଶ୍ୱର, ୨୯।୯: ଡିଜେଲ ଦରରେ ଲଗାତର ହ୍ରାସ ଧାରା ଜାରି ରହିଛି। ସୋମବାର ଭୁବନେଶ୍ୱରରେ ଡିଜେଲ ୯ ପଇସା କମି ୭୬.୯୫ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୧.୬୦ ଟଙ୍କା ରହିଥିବା ଜଣାପଡିଛି। ଦେଶର ମେଟ୍ରୋ ସହରଗୁଡିକରେ ଡିଜେଲ ସୋମବାର ୯ରୁ ୧୦ ପଇସା ହ୍ରାସ ହୋଇଛି। ନୂଆଦିଲ୍ଲୀରେ ଏହାର ଦର ୭୦.୭୧ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ୭୬.୧୮ ଟଙ୍କା, କୋଲକାତାରେ ୭୪.୭୩ ଟଙ୍କା ଏବଂ ମୁମ୍ବାଇରେ ୭୭.୧୨ ଟଙ୍କା ରହିଛି। ଏହି ସହରଗୁଡିକରେ ପେଟ୍ରୋଲ ଅପରିବର୍ତ୍ତିତ ରହି ଦର ଯଥାକ୍ରମେ ୮୧.୦୬ ଟଙ୍କା, ୮୪.୧୪ ଟଙ୍କା, ୮୨.୫୯ ଟଙ୍କା ଏବଂ ୮୭.୭୪ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri