ଡିଜେଲ ୯ ପଇସା କମିଲା

ଭୁବନେଶ୍ୱର, ୨୯।୯: ଡିଜେଲ ଦରରେ ଲଗାତର ହ୍ରାସ ଧାରା ଜାରି ରହିଛି। ସୋମବାର ଭୁବନେଶ୍ୱରରେ ଡିଜେଲ ୯ ପଇସା କମି ୭୬.୯୫ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୧.୬୦ ଟଙ୍କା ରହିଥିବା ଜଣାପଡିଛି। ଦେଶର ମେଟ୍ରୋ ସହରଗୁଡିକରେ ଡିଜେଲ ସୋମବାର ୯ରୁ ୧୦ ପଇସା ହ୍ରାସ ହୋଇଛି। ନୂଆଦିଲ୍ଲୀରେ ଏହାର ଦର ୭୦.୭୧ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ୭୬.୧୮ ଟଙ୍କା, କୋଲକାତାରେ ୭୪.୭୩ ଟଙ୍କା ଏବଂ ମୁମ୍ବାଇରେ ୭୭.୧୨ ଟଙ୍କା ରହିଛି। ଏହି ସହରଗୁଡିକରେ ପେଟ୍ରୋଲ ଅପରିବର୍ତ୍ତିତ ରହି ଦର ଯଥାକ୍ରମେ ୮୧.୦୬ ଟଙ୍କା, ୮୪.୧୪ ଟଙ୍କା, ୮୨.୫୯ ଟଙ୍କା ଏବଂ ୮୭.୭୪ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍‌ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବରିଷ୍ଠ  ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ...

ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ...

ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟର ଅନୁଭୂତି ଦେବ ‘ଏକାମ୍ର ଓ୍ବାକ୍‌’

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ‘ଡଟ୍‌ ଫେଷ୍ଟ’ର ଦ୍ୱିତୀୟ ସଂସ୍କରଣ ସହ ପୁଣିଥରେ ସହରକୁ ଫେରିଛି ‘ଏକାମ୍ର ଓ୍ବାକ୍‌’। ଐତିହ୍ୟ ଓ ମନ୍ଦିରମାଳିନୀ ସହର ଭୁବନେଶ୍ୱରର ଆଉଏକ...

‘ଗଣତନ୍ତ୍ରକୁ ସୁଦୃଢ଼ କରିଛି ଖବରଦାତାଙ୍କ ନିରପେକ୍ଷତା’

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଖବରଦାତାମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛନ୍ତି। ସେମାନଙ୍କର ଆଲୋଚନା, ସମାଲୋଚନା ଏବଂ ନିନ୍ଦା ରାଜନୀତି ପାଇଁ ଆଶାବାଡ଼ି ସଦୃଶ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଜାପାନ-ଓଡ଼ିଶା ପୁଞ୍ଜିନିବେଶ ଆଲୋଚନାଚକ୍ର ଶନିବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ଶିଳ୍ପ ଏବଂ କ୍ଷୁଦ୍ର, ଅଣୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର...

‘ଓଡ଼ିଆ ମୋ ପରିବାରର’ ପ୍ରଥମ ବୈଠକ: ୩ ଦିଗ ଉପରେ କାର୍ଯ୍ୟ ଲାଗି ଖସଡା ପ୍ରସ୍ତୁତି

ଭୁବନେଶ୍ୱର,୫।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ‘ଓଡ଼ିଆ ମୋ ପରିବାରର’ ପ୍ରଥମ ଆନୁଷ୍ଠାନିକ ବୈଠକ ରବିବାର ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆବାହକ...

Advertisement
Archives

Model This Week