ରାତିଅଧରେ ଟ୍ରକ୍‌ରୁ ନେଇଗଲେ ଡିଜେଲ

ଗଞ୍ଜାମ,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ ନଂ ଜାତୀୟ ରାଜପଥ ପୁଇଁତୋଳା ଛକରୁ ଦୁଇଟି ଟ୍ରକରୁ କେହି ଦୁର୍ବୃତ୍ତ ପ୍ରାୟ ୭୦୦ ଲିଟରରୁ ଊର୍ଦ୍ଧ୍ୱ ଡିଜେଲ ଲୁଟି ନେଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି।
ମିଳିଥିବା ସୂଚନାଅନୁଯାୟୀ, ବଡ଼ବିଲରୁ ଗୋପାଳପୁର ଯାଉଥିବା ଟ୍ରକ୍‌ ନଂ. ଓଡି୦୭Q୪୯୪୫ ଏବଂ ଟାଟାରୁ ବିଶାଖାପାଟଣା ଯାଉଥିବା ଟ୍ରକ୍‌ ନଂ. ଏପି୩୯ ଟିସି୭୮୯୯ ଟ୍ରକ୍‌ ପୁଇଁତୋଳା ଛକ ଚାହା ଦୋକାନରେ ଗାଡ଼ିରଖି ଦୁଇ ଡ୍ରାଇଭର ପ୍ରଶାନ୍ତ କୁମାର ବାରିକି ଓ କେ .ନାଗ ବାଳକୃଷ୍ଣ ବିଶ୍ରାମ ନେଇଥିଲେ l କେହି ଦୁର୍ବୃତ୍ତ ବିଳମ୍ବିତ ରାତିରେ ତେଲ ଚୋରି କରିନେଇଛି। ଏ ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri