କାଦୁଅ ରାସ୍ତାରେ କଲବଲ

ପରଜଙ୍ଗ, ୨୭।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବସୋଇ ପଞ୍ଚାୟତ ଗୋଠସାହିକୁ ସଂଯୋଗ କରୁଥିବା ମାଟିରାସ୍ତା ଲଗାଣ ବର୍ଷାରେ ଶୋଚନୀୟ ହୋଇପଡ଼ିଛି। ଉକ୍ତ କଚ୍ଚା ସଡ଼କ ଗୋଠସାହିରୁ କମଡେଇ ପର୍ଯ୍ୟନ୍ତ ଲମ୍ବିଥିବାବେଳେ ଏହା ଉପରେ ୨୦୦ରୁ ଊର୍ଦ୍ଧ୍ୱ ପରିବାର ନିର୍ଭରଶୀଳ। ପଞ୍ଚାୟତ ଅଧୀନରେ ଏହି ରାସ୍ତା ଥିବାବେଳେ ଏହାର ମରାମତି କରାଯାଉ ନ ଥିବାରୁ ଖାଲଖମାରେ ଭର୍ତ୍ତି ହୋଇଛି। ବର୍ଷା ହେଲେ ଗ୍ରାମବାସୀ, ଛାତ୍ରୀଛାତ୍ର ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଏ ନେଇ ସାହିବାସୀ ପଞ୍ଚାୟତ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଯାଏ ଅଭିଯୋଗ କରି ଆସୁଥିଲେ ମଧ୍ୟ ରାସ୍ତା ପକ୍କା କରିବା ଦିଗରେ ଆନ୍ତରିକତା ଦେଖିବାକୁ ମିଳୁନାହିଁ। ନିର୍ବାଚନ ଆସିଲେ ନେତାମାନେ ଆସି ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ନିର୍ବାଚନ ସରିଗଲେ କାହାରି ଦେଖା ମିଳୁନାହିଁ ବୋଲି ସାହିବାସୀ ଅଭିଯୋଗ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବାବଦରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ଉକ୍ତ ସଡ଼କ ପ୍ରତି ସମସ୍ତେ ଆଖି ବୁଜି ଦେଇଛନ୍ତି। ତୁରନ୍ତ ଉକ୍ତ ଗ୍ରାମ୍ୟ ସଡ଼କକୁ ପକ୍କା କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ସାହିବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ବନାମ ଅଭିଜ୍ଞ ନେତା

ରାଇଘର,୯।୨( ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ନିଜର ସାଙ୍ଗଠନିକସ୍ଥିତି ମଜଭୁତ କରି ରଖିଥିବା ଭାଜପାଗଡ଼ ହାତେଇବାକୁ ଉଦ୍ୟମ ଚଳାଇଛି ବିଜେଡି।...

ପାଟପୁରରେ ସଟ୍‌ଡାଉନ୍‌ ସ୍ଥିତି ପରଖିଲେ ଗଞ୍ଜାମ ଏସ୍‌ପି

ଦିଗପହଣ୍ଡି/ପାଟପୁର,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଏସ୍‌ପି ବ୍ରିଜେଶ ରୟ ଗୁରୁବାର ମଧ୍ୟାହ୍ନରେ ପାଟପୁର ଅଞ୍ଚଳ ପରିଦର୍ଶନ କରି ସଟ୍‌ଡାଉନ୍‌ ସ୍ଥିତି ପରଖିଛନ୍ତି। ପାଟପୁର ଗାନ୍ଧୀ ଛକରେ ପହଞ୍ଚି...

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର...

ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର...

ହିଞ୍ଜିଳିରୁ ପରିବା ଯିବ ଭୁବନେଶ୍ୱର: ଉପଜିଲାପାଳ

ହିଞ୍ଜିଳିକାଟୁ,୧୨।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପରିବା ଉତ୍ପାଦନ ପାଇଁ ଜିଲାରେ ପ୍ରସିଦ୍ଧ। ମାତ୍ର କରୋନା କଟକଣା ଯୋଗୁ ଏବେ ଚାଷୀ ଅଭାବୀ ବିକ୍ରିର ଶୀକାର...

୧୧ ପ୍ରବାସୀଙ୍କୁ ଛତିଶଗଡ଼ ପଠାଇଲେ ସ୍ବେଚ୍ଛାସେବୀ: ଆଉ କେବେ ବାହାରକୁ କାମ ପାଇଁ ଆସିବୁ ନାହିଁ କହିଲେ ଶ୍ରମିକ

ଭଟଲି,୯ା୫(ଡି.ଏନ୍‌.ଏ.): ଦେଶରେ ମହାମାରୀ କରୋନା ଭୂତାଣୁ ଦ୍ରୁତଗତିରେ ମାଡ଼ିଚାଲିଛି। ଏଥିଲାଗି ଚାରିଆଡ଼େ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ...

ପକ୍ଷାଘାତରେ ପୀଡ଼ିତ:ଭତା, ଆବାସ ଯୋଜନାରୁ ବଁଚିତ ବିପିନ

  ସୋନପୁର,୧୦ା୮(ନି.ପ୍ର): ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ରେଙ୍ଗାଲି ପଁଚେତ୍‌ ଅଧୀନ ବିଶାଲପାଲି ଗଁାର ବିପିନ ମହାକୁର(୪୬)। ୨ ବଛର ହେଲା ସେ ପକ୍ଷାଘାତ ରୋଗ୍‌ରେ...

ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ...

Advertisement
Archives

Model This Week