Posted inଜାତୀୟ

ଉତ୍ତରପ୍ରଦେଶ: ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ କଲେ ଆତ୍ମହତ୍ୟା

ଲକ୍ଷ୍ନୌ,୨୪।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତରେ ସାମିଲ ଥିବା ୟୁପି ପୋଲିସର ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ ଶନିବାର ଆତ୍ମହତ୍ୟା କରିଛନ୍ତି। ଖବରପାଇ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ମିଳିଥିବା ସୂଚନା ମୁତାବକ, ଡିଆଇଜି ଚନ୍ଦ୍ର ପ୍ରକାଶ ଲକ୍ଷ୍ନୌ ସୁଶାନ୍ତ ଗଲ୍ଫ ସିଟି ଅଞ୍ଚଳରେ ରୁହନ୍ତି। ଶନିବାର ସକାଳେ ତାଙ୍କ ସ୍ତ୍ରୀ ପୁଷ୍ପା ପ୍ରକାଶ ବେକରେ ରଶି ଆତ୍ମହତ୍ୟା କରିଥିଲେ। ପରେ ତାଙ୍କୁ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?