ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri