ଶିଶୁ ସୁରଭି କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୫|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଦିଗପହଣ୍ଡି ବ୍ଲକ ନୂତନ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ପରେ ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନୁଦାନରେ ବିଦ୍ୟାଳୟର ରିଡ଼ିଂ ଟେବୁଲ୍ ଏବଂ ସିସିି କ୍ୟାମେରାକୁ ସେ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ସମ୍ମାନୀତ ଅତିଥି ଭାବେ ଏବିଓ ରସାନନ୍ଦ ଘଡେ଼ଇ , ବମକେଇ ଗ୍ରାମ ଚିଦାନନ୍ଦ ସରସ୍ଵତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବଦତ୍ତ ସୁବୁଦ୍ଧି, ଶିବାନନ୍ଦ ହାଇସ୍କୁଲ ପ୍ରଧାନଶିକ୍ଷକ ଅରୁଣ ମହାପାତ୍ର,ସିଆରସିସି  ନବୀନ ବାଡ଼ତ୍ୟା ପ୍ରମୁଖ ମଞ୍ଚାସିନ ଥିଲେ। ସହକାରୀ ଶିକ୍ଷକ ବିଜୟ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ପ୍ରଦୀପ କୁମାର ମହାପାତ୍ର, ଅନାଦି ଚରଣ ପ୍ରଧାନ, କେଶବ ବେହେରା,ଶ୍ରୀହରି ମହାନ୍ତି,ଶିକ୍ଷୟତ୍ରୀ  ଦେବଦର୍ଶନି ପଣ୍ଡା ଙ୍କ ସମେତ  କ୍ଲଷ୍ଟର ର ଅନ୍ୟାନ୍ୟ ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ମୋରମ ଚୋରାଚାଲାଣ ବେଳେ ପୋଲିସ ଟିମର ଚଢାଉ: ପୋଲିସକୁ ଦେଖି ଭୟରେ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଖଣି ବିଭାଗ କାର୍ଯ୍ୟାଳୟ କର୍ମଚାରୀବୃନ୍ଦ ଓ ଦିଗପହଣ୍ଡି ପୋଲିସ ଟିମ ମିଳିତ ଭାବେ ଚଢାଉ କରି ରବିବାର...

ହଜାର ହଜାର ମହିଳାଙ୍କୁ ପିନ୍ଧାଉଥିଲେ ଚୁଡି, ଏବେ ତାଙ୍କ ସ୍ତ୍ରୀ ହାତ ହେଲା ଖାଲି

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ଜନଜାତିବହୁଳ ଡିକିଲି ଗ୍ରାମରେ ସୋମବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ଉତ୍ସବ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି

ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀଛକରେ ୨୩ ତାରିଖ ଶୁକ୍ଳପକ୍ଷ ଶ୍ରୀ ପଞ୍ଚମୀ ତିଥିରେ କବିସୂର୍ଯ୍ୟଙ୍କ ଜୟନ୍ତୀ ମହୋତ୍ସବ ପାଳନ କରାଯିବ।...

ଚାମ୍ପିୟନ ହେଲେ ଗଜପତି ଜିଲାର ଗୁମ୍ମା ଟିମ୍‌: ଖେଳାଳିଙ୍କୁ ଉତ୍ସାହିତ କଲେ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ...

ମାନବିକତା ଦେଖାଇଲେ ବିଧାୟକ: ଦୁର୍ଘଟଣାରେ ଗୁରୁତରଙ୍କୁ ନିଜ ଗାଡ଼ିରେ ନେଇ…

ଗଞ୍ଜାମ/ ଦିଗପହଣ୍ଡି,୧୯।୦୧(ଅନାଥ ତରାଇ/ ବିଦ୍ୟାଧର ସାହୁ/ ଅଶେଷ ନାଥ ମିଶ୍ର): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।  ସୋମବାର ହୁମ୍ମା ଗସ୍ତ ସମୟରେ...

କେନ୍ଦ୍ରୀୟ ବିଦ୍ୟାଳୟକୁ ୩୩ କୋଟି ଅନୁମୋଦନ: କେନ୍ଦ୍ରମନ୍ତ୍ରୀ, ବିଧାୟକଙ୍କୁ କୃତଜ୍ଞତା

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ଇତିମଧ୍ୟରେ ତିନିଦିନ ପୂର୍ବେ ୩୩ କୋଟି ୧୧ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri