ଶିଶୁ ସୁରଭି କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୫|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଦିଗପହଣ୍ଡି ବ୍ଲକ ନୂତନ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ପରେ ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନୁଦାନରେ ବିଦ୍ୟାଳୟର ରିଡ଼ିଂ ଟେବୁଲ୍ ଏବଂ ସିସିି କ୍ୟାମେରାକୁ ସେ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ସମ୍ମାନୀତ ଅତିଥି ଭାବେ ଏବିଓ ରସାନନ୍ଦ ଘଡେ଼ଇ , ବମକେଇ ଗ୍ରାମ ଚିଦାନନ୍ଦ ସରସ୍ଵତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବଦତ୍ତ ସୁବୁଦ୍ଧି, ଶିବାନନ୍ଦ ହାଇସ୍କୁଲ ପ୍ରଧାନଶିକ୍ଷକ ଅରୁଣ ମହାପାତ୍ର,ସିଆରସିସି  ନବୀନ ବାଡ଼ତ୍ୟା ପ୍ରମୁଖ ମଞ୍ଚାସିନ ଥିଲେ। ସହକାରୀ ଶିକ୍ଷକ ବିଜୟ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ପ୍ରଦୀପ କୁମାର ମହାପାତ୍ର, ଅନାଦି ଚରଣ ପ୍ରଧାନ, କେଶବ ବେହେରା,ଶ୍ରୀହରି ମହାନ୍ତି,ଶିକ୍ଷୟତ୍ରୀ  ଦେବଦର୍ଶନି ପଣ୍ଡା ଙ୍କ ସମେତ  କ୍ଲଷ୍ଟର ର ଅନ୍ୟାନ୍ୟ ଶିକ୍ଷୟତ୍ରୀ ଶିକ୍ଷକ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri