ଦୀଘା ଧାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ

ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ପ୍ରସଙ୍ଗକୁ ନିନ୍ଦା କରିଛନ୍ତି। ଘଟଣାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏପରି କି ଦୀଘାକୁ ଜଗନ୍ନାଥ ଧାମ କହିବା ଧାର୍ମିକ ଭାବନାକୁ ଆଘାତ ଦେଉଥିବା ସୁଦର୍ଶନ ଚିଠିରେ ଉଲ୍ଲେଖ କରିଛନ୍ତି।

ସୂଚନା ଯୋଗ୍ୟ, ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ପ୍ରସଙ୍ଗକୁ ନେଇ ଗଜପତି ମହାରାଜା ମୁକ୍ତି ମଣ୍ଡପ ମତକୁ ଆଧାର କରି ଏକ ପ୍ରେସ ରିଲିଜ ଜରିଆରେ ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି।

ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବ ନାହିଁ ବୋଲି ଗଜପତି ମହାରାଜା ପ୍ରେସ ରିଲିଜ ମାଧ୍ୟମରେ ମତ ରଖିଛନ୍ତି। ଶ୍ରୀବିଗ୍ରହ ଦାରୁ ବ୍ୟତୀତ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରିବା ବାରଣ। ଶ୍ରୀବିଗ୍ରହଙ୍କୁ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରି ପୂଜା କରିବା ଉଚିତ ନୁହେଁ ବୋଲି ଗଜପତି ପ୍ରେସ ରିଲିଜ ଜରିଆରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri