ଭୁବନେଶ୍ୱର,୨।୯: ଆଇସିଆଇସିଆଇ ବ୍ୟାଙ୍କର ଆଉ ଏକ ନୂତନ ଡିଜିଟାଲ ଶାଖା ଭୁବନେଶ୍ୱର ପଟିଆ ନିକଟସ୍ଥ କଳାରାହାଙ୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବାଗ୍ଚୀ ଶ୍ରୀ ଶଙ୍କର କ୍ୟାନ୍ସର ସେଣ୍ଟରର ନିର୍ଦ୍ଦେଶକ, ଏକାଡେମିକ୍ ପ୍ରଫେସର ବିଧୁ କେ ମହାନ୍ତି (ଏମ୍ଡି) ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏହି ଶାଖା ଜରିଆରେ ଗ୍ରାହକ ସଞ୍ଚୟ ଓ ଚଳନ୍ତି ଖାତା ଖୋଲିବା ସହ ବାଣିଜ୍ୟ ଓ ବିଦେଶୀ ମୁଦ୍ରା ବିନିମୟ ସେବା, ରେକରିଂ ଜମା, ବ୍ୟବସାୟ ଋଣ, ଗୃହ ଋଣ, ବ୍ୟକ୍ତିଗତ ଋଣ, ଗାଡ଼ି ଋଣ ଓ ସୁନା ଋଣ ଭଳି ବିଭିନ୍ନ ସେବା ପାଇପାରିବେ। ଏପରିକି ଗ୍ରାହକମାନଙ୍କୁ ବ୍ୟାଙ୍କ ଉକ୍ତ ଶାଖା ଜରିଆରେ ରେମିଟାନ୍ସ ଓ କାର୍ଡ ସେବା ପ୍ରଦାନ କରୁଛି। ଏଠାରେ ମଧ୍ୟ ଲକର ସୁବିଧା ପ୍ରଦାନ କରାଯାଉଛି। ବିଶେଷକରି ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଓ ଦୃଷ୍ଟିହୀନ ବ୍ୟକ୍ତିଙ୍କ ପାଇଁ ଡୋର୍-ଷ୍ଟେପ୍ ବ୍ୟାଙ୍କିଙ୍ଗ୍ ସୁବିଧା ଉପଲବ୍ଧ।
ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…
ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…
ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ
ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…
ଭାରତ-ପାକିସ୍ତାନ ମ୍ୟାଚ୍: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ
ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍ ବିବାଦ…
ଟାଟା ଗ୍ରୁପ୍ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ
ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…
ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍: ଜାଣନ୍ତୁ ODI ରନ୍ ତାଲିକାରେ କିଏ କେଉଁ ସ୍ଥାନରେ…
ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…
ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!
ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…
8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA
ନୂଆଦିଲ୍ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…
ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…
ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

