ରିଲାଏନ୍ସ ଡିଜିଟାଲରେ ‘ଡିଜିଟାଲ ଇଣ୍ଡିଆ ସେଲ୍‌’

ନୂଆଦିଲ୍ଲୀ,୨୩।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ ସହଯୋଗୀ କମ୍ପାନୀ ରିଲାଏନ୍‌ସ ଡିଜିଟାଲ୍‌ ପକ୍ଷରୁ ଚଳିତ ନବ ବର୍ଷ ଓ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଭାରତର ସର୍ବବୃହତ୍‌ ଇଲେକ୍‌ଟ୍ରୋନିକ ସେଲ୍‌ ‘ଡିଜିଟାଲ୍‌ ଇଣ୍ଡିଆ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ ତା’ର ଗ୍ରାହକଙ୍କର ଟେକ୍‌ ଉପତ୍ାଦକୁ ଅପଗ୍ରେଡ୍‌ କରିବାର ଏକ ନୂତନ ସୁଯୋଗ ନେଇ ଆସିଛି।

ବିଶେଷକରି ଗ୍ରାହକ ଇଲେକ୍‌ଟ୍ରୋନିକ୍‌ସ ଉତ୍ପାଦ ଉପରେ ଅତୁଳନୀୟ ଅଫର ଓ ରିହାତି ଲାଭ କରନ୍ତୁ ଏବଂ କେବଳ ଏତିକି ନୁହେଁ, ଦେଶରେ ପ୍ରଚଳିତ ସମସ୍ତ କ୍ରେଡିଟ୍‌ ଓ ଡେବିଟ୍‌ କାର୍ଡ଼ରେ ୨୦,୦୦୦ଟଙ୍କା ପର୍ଯ୍ୟନ୍ତ ଇନ୍‌ଷ୍ଟାଟ ଡିସ୍‌କାଉଣ୍ଟ ସୁବିଧାକୁ କେବଳ ରିଲାଏନ୍‌ସ ଡିଜିଟାଲ, ମାଇଁ ଜିଓ ଷ୍ଟୋରରେ ୨୯ ଜାନୁୟାରୀ ପର୍ଯ୍ୟନ୍ତ ଉପଭୋଗ କରନ୍ତୁ। ସେହିଭଳି ଚଳିତ ବର୍ଷର ଡିଜିଟାଲ୍‌ ଇଣ୍ଡିଆ ସେଲ୍‌ ଅନୁଭୂତି ଆହୁରି ଅଧିକ ରିୱାର୍ଡିଂ ପ୍ରଦାନ ସହ ଏଥିରେ ସହଜିଆ ଫାଇନାନ୍ସିଂ ଓ ଇଏମ୍‌ଇଆଇର ବିକଳ୍ପ ସୁବିଧା ରହିଛି। ଅପରପକ୍ଷରେ ଉକ୍ତ ଅଫରଗୁଡ଼ିକ ବ୍ୟତୀତ ରିଲାଏନ୍‌ସ ଡିଜିଟାଲର ସମସ୍ତ ଇଲେକ୍‌ଟ୍ରୋନିକ୍‌ସ ବର୍ଗ ଯଥା ଟିଭି, ସ୍ମାର୍ଟଫୋନ୍‌, ଲାପଟପ୍‌, ରେଫ୍ରିଜରେଟର, ଅଡିଓ ଡିଭାଇସ୍‌, ସ୍ମଲ୍‌ ଡୋମେଷ୍ଟିକ୍‌ ଡିଭାଇସ୍‌ ଓ ଆହୁରି ଅନେକ ଉପରେ ଆକର୍ଷଣୀୟ ଅଫର ମଧ୍ୟ ଗ୍ରାହକଙ୍କୁ ପ୍ରଦାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri