Posted inଜାତୀୟ

ଲୋକ ସଭାରେ ଉପସ୍ଥାପନ ହେଲା ଡିଜିଟାଲ ଡାଟା ପ୍ରୋଟେକଶନ ବିଲ୍‌, କଂଗ୍ରେସ କହିଲା ଲୋକଙ୍କ ଅଧିକାରରୁ ଦବାଇ ଦେବାର ପ୍ରୟାସ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ସରକାର ଗୁରୁବାର ଲୋକ ସଭାରେ ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକଶନ ବିଲ୍‌, ୨୦୨୩ ଉପସ୍ଥାପନ କରିଛନ୍ତି। କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଲୋକ ସଭାରେ ବିରୋଧୀ ଏମପିଙ୍କ ସ୍ଲୋଗାନ ଦେଇ ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକସନ ବିଲ ଉପସ୍ଥାପନ କରିଛନ୍ତି। ତେବେ ବିରୋଧୀ ଏମପିଙ୍କ ଦ୍ୱାରା ଏହି ବିଲକୁ ଲୋକଙ୍କର ବ୍ୟକ୍ତିଗତ ଅଧିକାର ଉପରେ ଆକ୍ରମଣ ବୋଲି କୁହାଯାଇଥିଲା।
ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକସନ ବିଲ୍‌, ୨୦୨୩ଉପରେ ଆଲୋଚନା ବେଳେ କଂଗ୍ରେସ ସାଂସଦ ଅଧିର ରଂଜନ ଗୌଧୁରୀ ଏହାକୁ ବିରୋଧ କରିଥିଲେ। ସେ କହିଛନ୍ତି, ଏହି ବିଲ୍‌ ମାଧ୍ୟମରେ ସରକାର ସୂଚନା, ଆଇନ ଏବଂ ଗୋପନୀୟତା ଅଧିକାରକୁ ଖଣ୍ଡନ କରିବାକୁ ଯାଉଛନ୍ତି। ସେଥିପାଇଁ ଏହି ସରକାରଙ୍କ ଦ୍ୱାରା ପ୍ରଦର୍ଶିତ ହେବାକୁ ଥିବା ଏହି ଉଦ୍ଦେଶ୍ୟକୁ ଆମେ ଦୃଢ ବିରୋଧ କରୁଛୁ।

ଲୋକ ସଭାରେ ଡିଜିଟାଲ ଡାଟା ପ୍ରୋଟେକସନ ବିଲ୍‌, ୨୦୨୩ ଉପସ୍ଥାପନ ହେବା ପରେ କଂଗ୍ରେସ ଏମପି ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି, ଏହିି ବିଲ୍‌କୁ ସ୍ଥାୟୀ ସମିତି ଅଥବା କୌଣସି ଅନ୍ୟ ମଞ୍ଚ ଉପରେ ଚର୍ଚ୍ଚା ପାଇଁ ପଠାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?