Posted inଜାତୀୟ

ସବୁ ରେଲୱେ ଷ୍ଟେଶନରେ ହେବ ଡିଜିଟାଲ କାରବାର

ନୂଆଦିଲ୍ଲୀ,୧୩ ।୯: କରୋନା ସଙ୍କଟ ସମୟରେ ଭାରତୀୟ ରେଲୱେ ତା’ର ସମସ୍ତ ଷ୍ଟେଶନରେ ଡିଜିଟାଲ କାରବାର ଯୋଗାଇ ଦେବାକୁ ଯୋଜନା କରୁଛି । ଏହାକୁ ନେଇ ରେଲୱେ ବୋର୍ଡ ସମସ୍ତ ରିଜିଓନାଲ ରେଲୱେକୁ ଷ୍ଟେଶନରେ ଯେତେଶୀଘ୍ର ସମ୍ଭବ ଶହେ ପ୍ରତିଶତ ଡିଜିଟାଲ କାରବାର ଉପଲବ୍ଧ କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ଏଥିରେ ରେଲୱେ ବୋର୍ଡ କହିଛି ଡିଜିଟାଲ ଇଣ୍ଡିଆକୁ ପ୍ରୋତ୍ସାହିତ କରିବାକୁ ରେଲୱ ଯଥାସମ୍ଭବ ଚେଷ୍ଟା ଜାରି ରଖିଛି । ତେବେ ବୁକିଂ କାଉଣ୍ଟର, ଖାଦ୍ୟ ଷ୍ଟଲ, ଶୌଚାଳୟ ଯେଉଁଠି ଦେୟ ଦେବାକୁ ପଡୁଛି ସବୁଠି ଡିଜିଟାଲ ପେମେଣ୍ଟର ବ୍ୟବସ୍ଥା କରାଯିବ । ସୂଚନାଯୋଗ୍ୟ, ଏବେ ଏହି ବ୍ୟବସ୍ଥା କେବଳ ବଡ ବଡ ଷ୍ଟେଶନରେ ମିଳୁଥିବା ବେଳେ ଏଣିକି ସମସ୍ତ ଷ୍ଟେଶନରେ ଏହା ଉପଳବ୍ଧ କରାଇବା ଲକ୍ଷ୍ୟରେ ରହିଛି ରେଲୱେ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri