Posted inଜାତୀୟ

‘ ସମ୍ମାନଠାରୁ ମର୍ଯ୍ୟାଦା ବଡ଼ ’

ନୂଆଦିଲ୍ଲୀ,୧୭ା୨- ସମାଜରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସମ୍ମାନର ଅଧିକାର ଆଗରେ ମହିଳାଙ୍କ ମର୍ଯ୍ୟାଦାକୁ ବଳି ପକାଯାଇ ପାରିବ ନାହିଁ। ସାମ୍ବାଦିକା ପ୍ରିୟା ରମାନୀଙ୍କୁ ଆପରାଧିକ ମାନହାନି ମାମଲାରେ ଛନ୍ଦିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏମ୍‌.ଜେ. ଆକବରଙ୍କୁ ବୁଧବାର ଦିଲ୍ଲୀର ଏକ କୋର୍ଟ ଏହା ସ୍ପଷ୍ଟ ଭାବେ ଶୁଣାଇ ଦେଇଛନ୍ତି। ଏହା କେବଳ ଆକବରଙ୍କ ପାଇଁ ନୁହେଁ, ବରଂ ସାରା ଦେଶର ପୁରୁଷ ସମାଜକୁ ସୁଦୂରପ୍ରସାରୀ ଅଦାଲତୀ ସନ୍ଦେଶ।

ନୂଆଦିଲ୍ଲୀର ଅତିରିକ୍ତ ଚିଫ୍‌ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ରବୀନ୍ଦ୍ର କୁମାର ପାଣ୍ଡେ ଉଭୟ ପକ୍ଷଙ୍କ ଉପସ୍ଥିତିରେ ଏକ ଓପନ୍‌ କୋର୍ଟରେ ରାୟ ଶୁଣାଇଛନ୍ତି। ଅଦାଲତ ନିଜ ରାୟରେ କହିଛନ୍ତି, ଯୌନ ଶୋଷଣ ଆମତ୍ସମ୍ମାନ ଓ ଆମତ୍ବିଶ୍ୱାସକୁ ଶେଷ କରିଦିଏ। କୌଣସି ବ୍ୟକ୍ତିଙ୍କ ପ୍ରତିଷ୍ଠାର ସୁରକ୍ଷା କାହାର ସମ୍ମାନର ମୂଲ୍ୟ ଉପରେ କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତୋଳନ ବେଳେ ସୋନିଆଙ୍କ ହାତରେ ଖସିପଡିଲା ଦଳୀୟ ପତାକା

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ୧୩୭ ତମ ଫାଉଣ୍ଡେସନ ଦିବସ ପାଳନ ଅବସରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଥିଲା। ପାର୍ଟି କାର୍ଯ୍ୟାଳୟରେ ସ୍ଥାପନ ସମାରୋହ ଆୟୋଜିତ ହୋଇଥିଲା।...

ମୋଦି ବିଦେଶରେ ସମ୍ମାନ ପାଇବା ଯୋଗ୍ୟ: ଥରୁର

ପୁଣେ,୨୩ା୯(ପି.ଟି.): ମୋଦି ନେତୃତ୍ୱାଧୀନ ସରକାରଙ୍କ ଘୋର ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି।...

ଅଭିଯୁକ୍ତ ସିଜାନଙ୍କ ବଢିଲା ଅଡୁଆ

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ସୁଇସାଇଡ ମାମଲାରେ ଅଭିଯୁକ୍ତ ଅଭିନେତା ସିଜାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । କୋର୍ଟ ସିଜାନଙ୍କ ପୋଲିସ କଷ୍ଟଡିକୁ...

ଗୋଟିଏ ବି ରାଜ୍ୟରେ ନିର୍ବାଚନ ହାରିବନି ଭାଜପା: ନଡ୍ଡା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀରେ ଭାଜପାର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଆରମ୍ଭ ହୋଇଯାଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୩୭୦୦ କିଲୋଗ୍ରାମ୍‌ ବାରୁଦରେ ମାତ୍ର ୧୨ ସେକେଣ୍ଡରେ ଭାଙ୍ଗି ମାଟିରେ ମିଶିବ ଟୁଇନ ଟାଓ୍ବାର…

ନୋଏଡା, ୨୫।୮ : ଆଉ କିଛି ଘଣ୍ଟା ପରେ, ନୋଏଡାରେ ଆକାଶକୁ ଛୁଇଁଥିବା ଟୁଇନ ଟାଓ୍ବାର ଭାଙ୍ଗି ମାଟିରେ ମିଶିବ। ପ୍ରସ୍ତୁତି ଶେଷ ହୋଇଛି। ସେକ୍ଟର...

ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ବଳାତ୍କାର ଘଟଣା ରୋକିବା କଷ୍ଟକର

ଜୟପୁର, ୮।୭: ରାଜସ୍ଥାନର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କାଳି ଚରଣ ସରାଫ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି,...

ମହାତ୍ମା ଗାନ୍ଧୀ, ଲାଲବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୧ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଶୁକ୍ରବାର ସକାଳୁ ପ୍ରଧାନମନ୍ତ୍ରୀ...

୭ବର୍ଷୀୟା ଝିଅକୁୁ ଗ୍ଲୋବାଲ ଶାନ୍ତି ଫଟୋ ପୁରସ୍କାର

ବେଙ୍ଗାଲୁରୁ: କର୍ନାଟକର ରାଜଧାନୀରେ ଜଣେ ୭ ବର୍ଷୀୟା ଝିଅକୁ ଗ୍ଲୋବାଲ ଶାନ୍ତି ଫଟୋ ପୁରସ୍କାର (ବର୍ଷର ଶିଶୁ ଶାନ୍ତି ପ୍ରତିଛବି) ବିଜେତା ଭାବରେ ସମ୍ମାନିତ କରାଯାଇଛି।...

Advertisement
Archives

Model This Week