OAS ପରୀକ୍ଷାରେ ୧୯୫ ର଼୍ୟାଙ୍କ ରଖିଲେ ଦିଗପହଣ୍ଡିର ଚାଷୀ ପୁଅ ‘କାଳୁ’, ହେବେ ସମ୍ବର୍ଦ୍ଧିତ

ଦିଗପହଣ୍ଡି, ୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସିଦ୍ଧେଶ୍ୱର ଗ୍ରାମର କାଳୁ ରାଉତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୧୯୫ ର଼୍ୟାଙ୍କ ରଖି ନିଜ ପରିବାର, ପଞ୍ଚାୟତ ଏବଂ ସର୍ବୋପରି ଦିଗପହଣ୍ଡି ବ୍ଲକର ଗୌରବ ବୃଦ୍ଧି କରିଛନ୍ତି। ଏକ ସାଧାରଣ ଚାଷୀ ପରିବାରରେ ଜନ୍ମଗ୍ରହଣ କରିଥବା କାଳୁଙ୍କ ଏହି ସଫଳତା ପରେ ଚାରିଆଡ଼େ ଖୁସିର ଲହରୀ ଖେଳିଯାଇଛି। କାଳୁଙ୍କ ବାପା ମାଗତା ରାଉତ ଏବଂ ମାଆ ଜୟନ୍ତୀ ରାଉତ ପୁଅର ସଫଳତା ପଛରେ ପ୍ରଭୁ ଜଗନ୍ନାଥଙ୍କ ଆଶର୍ବାଦ ରହିଥିବା କହିଛନ୍ତି। ସେ ଗାଁ ହାଇସ୍କୁଲ ରେ ୧୦ମ ଯାଏ ପାଠ ପଢୁଥିଲେ। ସୋମବାର ସେ ଭୁବନେଶ୍ୱରରୁ ଗ୍ରାମକୁ ଫେରିବା ପରେ ତାଙ୍କୁ ପଞ୍ଚାୟତ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ ବୋଲି ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ବିଜୟ କୁମାର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri